ପର୍ଲା, ୩।୪ (ଡି.ଏନ.ଏ)- କଳାହାଣ୍ଡି ଜିଲାର ୧୯୫ ଜଣ ଦାଦନ ଶ୍ରମିକଙ୍କୁ ତେଲେଙ୍ଗାନା ସରକାର ସହାୟତାର ହାତ ବଢାଇଛନ୍ତି। ଏମାନେ ତେଲେଙ୍ଗାନା ରାଜ୍ୟର ରାଙ୍ଗାରେଡ୍ଡି ଜିଲାର ଗାଚିବାଓଲି ଥାନା ନାନାକରମଗୁଡା ଗ୍ରାମରେ ଲକ ଡାଉନ ଯୋଗୁ ଫସି ରହିଛନ୍ତି। ଏହି ଖବର ଧରିତ୍ରୀରେ ଗତ ୨୮ ତାରିଖ ଦିନ ପ୍ରକାଶ ପାଇଥିଲା। ବରଗଡ ଜିଲା ବିଜେପୁର ଅଞ୍ଚଳର ସମାଜିକ କର୍ମୀ ଦିବସ କୁମାର ସାହୁ ଏ ନେଇ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍ କରି ଏହା ଅବଗତ କର ଏମାନଙ୍କୁ ସହାୟତା ଯୋଗାଇ ଦେବାକୁ ଅନୁରୋଧ କରିଥିଲେ । ତତ୍ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ପ୍ରଶାସନ ଏହି ଦାଦନ ଶ୍ରମିକମାନଙ୍କୁ ସହାୟତାର ହାତ ବଢାଇଥିଲା। ତେବେ ସାହୁଙ୍କ କହିବା ମତେ ପ୍ରଥମେ ସେ ଓଡିଶା ସରକାରଙ୍କୁ ଟ୍ବିଟର୍ ମାଧ୍ୟମରେ ସହାୟତା ଯୋଗାଇ ଦେବାକୁ ଅନୁରୋଧ କରିଥିଲେ ମଧ୍ୟ ଓଡିଶା ସରକାର କର୍ଣ୍ଣପାତ କରି ନ ଥିଲେ । ଏହାପରେ ତେଲେଙ୍ଗାନା ସରକାରଙ୍କ ସହଯୋଗ ଲୋଡିଥିଲେ।
Posted inHome, Home Left, ଆମ ଜିଲା ଖବର, କଳାହାଣ୍ଡି View All
ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…
ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…
କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…
ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ
ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…
ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …
ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…
ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ
ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…
ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ
ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…
୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍ରେ ରାଜନୈତିକ ଉଷ୍ମତା
ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

