ଅନେକ ରୋଗ ଦୂର କରେ ଶୁଣ୍ଠି

ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର ବ୍ୟବହାର ଦ୍ବାରା ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ଏ ସମ୍ପର୍କରେ…

– ଆଣ୍ଠୁ ଗଣ୍ଠି ଯନ୍ତ୍ରଣା ପାଇଁ ଶୁଣ୍ଠି ଖୁବ୍‌ ଲାଭଦାୟକ। ଶୁଣ୍ଠି ଏବଂ ଜାଇଫଳକୁ ଗୁଣ୍ଡ କରି ରାଶି ତେଲରେ ମିଶାଇ ଯନ୍ତ୍ରଣା ସ୍ଥାନରେ ଲଗାଇବା ଦ୍ବାରା ଉପଶମ ମିଳିଥାଏ।

– ଶୁଣ୍ଠି ପାଚନ କ୍ରିୟାକୁ ଠିକ୍‌ କରିବା ସହ ଓଜନ କମାଇବାରେ ସାହାଯ୍ୟ କରିଥାଏ।

– ଗର୍ଭବତୀ ମହିଳାମାନଙ୍କ ପାଇଁ ଶୁଣ୍ଠି ସର୍ବୋକୃଷ୍ଟ

– ଶୁଣ୍ଠିରେ କର୍କଟ ନିରୋଧୀ ଗୁଣ ରହିଥାଏ, ଯାହା କର୍କଟ କୋଷିକାକୁ ନଷ୍ଟ କରିଦିଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ଜୋର୍‌ସୋରରେ ପ୍ରସ୍ତୁତି : ୧୩ରୁ ୧୫ ତାରିଖ ଯାଏ ଚାଲିବ ଏହି ସବୁ କାର୍ଯ୍ୟକ୍ରମ

ଛତ୍ରପୁର, ୧୧।୬ (ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ଦୁଇବର୍ଷର ସଫଳ କାର୍ଯ୍ୟକାଳ ପୂର୍ତ୍ତି ଉପଲକ୍ଷେ ଗଞ୍ଜାମ ଜିଲାରେ ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତସ୍ତରରେ ପ୍ରଦର୍ଶନୀ ମେଳା…

ରାଜ୍ୟ ସଭା ନିର୍ବାଚନ ଫଳାଫଳ ଘୋଷଣା; ମଧ୍ୟପ୍ରଦେଶରେ ଝଟକା ମଧ୍ୟରେ କଂଗ୍ରେସ ପାଇଁ ରହିଛି ଭଲ ଖବର

ନୂଆଦିଲ୍ଲୀ,୧୧।୬: ଗୁରୁବାର (ଜୁନ ୧୧, ୨୦୨୬), ମଧ୍ୟପ୍ରଦେଶ, ଗୁଜରାଟ ଏବଂ କର୍ନାଟକରୁ ୧୪ ଜଣ ପ୍ରାର୍ଥୀ ନିରପେକ୍ଷ ଭାବରେ ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହୋଇଥିଲେ; କୌଣସି…

କାଳିଞ୍ଜି ସମାଜର ପ୍ରତିଭା ସମ୍ମାନ ଉତ୍ସବ: ମାଟ୍ରିକ, +୨ର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ, କଇଁଣ୍ଡି ଆଞ୍ଚଳିକ ପରିଷଦ, ଭଞ୍ଜନଗର ତରଫରୁ ଗୁରୁବାର ପ୍ରତିଭା…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ଭାରତୀୟ ଜାହାଜ ଉପରେ ମିଶାଇଲ ଆକ୍ରମଣ, ଶେଷରେ ସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୧।୬: ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ସ୍ବୀକାର କରିଛି। ଓମାନ ଉପକୂଳ ନିକଟରେ ଜଣେ ଭାରତୀୟ କର୍ମଚାରୀଙ୍କ ଦ୍ୱାରା…

ହାତୀ ଆକ୍ରମଣରେ ଯୁବକ ମୃତ ଘଟଣାରେ ଶବ ଛାଡିଲେନି ଗ୍ରାମବାସୀ, ପ୍ରଶାସନିକ ପ୍ରତିଶ୍ରୁତି ପରେ…

ରିଆମାଳ ୧୧।୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ସେକସନ ଚଢ଼େଇମରା ଗ୍ରାମ ପଞ୍ଚାୟତର ସଙ୍ଗାପଶି ଗ୍ରାମରେ ବୁଧବାର ହାତୀ ଆକ୍ରମଣରେ ସୁଶାନ୍ତ ନାୟକ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri