Posted inଜାତୀୟ

ଅନ୍ତର୍ଜାତୀୟ ମହିଳା ଦିବସରେ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏମିତି କେତେଜଣ ମହିଳାଙ୍କୁ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କରିଛନ୍ତି ଯେଉଁମାନେ ନିଜ ନିଜ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଭାରତୀୟ ବାୟୁସେନାର ପ୍ରଥମ ଫାଇଟର ଜେଟ୍‌ ପାଇଲଟ ମୋହନା ସିଂ ଜିତରଓ୍ବାଲ, ଅବନି ଚତୁର୍ବେଦୀ ଓ ଭାବନା କଣ୍ଠଙ୍କୁ ରାଷ୍ଟ୍ରପତି ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କରିଛନ୍ତି। ସେହିପରି ୧୦୪ ବର୍ଷୀୟା ଆଥଲେଟ ମନ କୌରଙ୍କୁ ମଧ୍ୟ ଏହି ପୁରସ୍କାର ପ୍ରଦାନ କରାଯାଇଛି। ମହିଳା କୃଷକଙ୍କ ପାଇଁ ପ୍ରେରଣା ପାଲଟିଥିବା ଆନ୍ଧ୍ରପ୍ରଦେଶର ପାଳଦା ଭୁଦେବୀଙ୍କ ସହ ଆହୁରି କେତେଜଣଙ୍କୁ ମଧ୍ୟ ‘ନାରୀ ଶକ୍ତି ପୁରସ୍କାର’ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri