ଅନ୍ତର୍ଜାତୀୟ ମାତୃଭାଷା ଦିବସ: ସବୁ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅନ୍ତର୍ଜାତୀୟ ମାତୃଭାଷା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଅନ୍ତର୍ଜାତୀୟ ମାତୃଭାଷା ଦିବସର ଶୁଭେଚ୍ଛା। ଆମ ମାତୃଭାଷା ଓଡ଼ିଆର ମାଧୁର୍ଯ୍ୟ ହେଉଛି ଆମର ସ୍ବତନ୍ତ୍ର ପରିଚୟ। ଏହାକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଅବଦାନ ଥିବା ମହାପୁରୁଷମାନଙ୍କୁ ହୃଦୟରୁ ସମ୍ମାନ ଜଣାଉଛି। ଏହାର ସୁରକ୍ଷା ଓ ପ୍ରସାର ପାଇଁ ଆମ ସରକାର ସଙ୍କଳ୍ପବଦ୍ଧ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ପ୍ରତିବର୍ଷ ଫେବୃୟାରୀ ୨୧ ତାରିଖରେ ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଆସୁଛି। ବିଶ୍ୱରେ ଭାଷା ଓ ସଂସ୍କୃତିକୁ ନେଇ ଥିବା ବିବିଧତାର ସଂରକ୍ଷଣ ଓ ସମୃଦ୍ଧି ଏହି ଦିବସ ପାଳନର ମୂଳ ଉଦ୍ଦେଶ୍ୟ। ଚଳିତ ବର୍ଷ ଏହାର ଅନୁଚିନ୍ତା ରହିଛି ‘ଲାଙ୍ଗୁଏଜ୍‌ ଉଇଦ୍‌ଆଉଟ୍‌ ବର୍ଡର’ ବା ସୀମାନ୍ତ ନ ଥିବା ଭାଷା।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri