ଅନ୍ତେବାସୀ ମହିଳାଙ୍କୁ ସରପଞ୍ଚ ଦେଲେ ସାବିତ୍ରୀ ଭାର

ଭଞ୍ଜନଗର,୨୨ା୫(ଡି.ଏନ.ଏ)- ରାତି ପାହିଲେ ସାବିତ୍ରୀ ବ୍ରତ। ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟଶଇନ୍‌ ସେଣ୍ଟରରେ ବହୁ ମହିଳା ଅଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟର ଅଞ୍ଚଳରେ ୧୪୪ ଧାରା ଲାଗୁ ହୋଇଥିବାରୁ ସେଠାକୁ ବାହାର ଜିନିଷି ପ୍ରାୟ ଯାଇ ପାରୁନାହିଁ। ଫଳରେ ସେଠାରେ ଥିବା ବିବାହିତ ମହିଳାମାନେ କିଭଳି ସାବିତ୍ରୀ ବ୍ରତ କରିବେ ଚିନ୍ତାରେ ଥିଲେ। ଏହିଭଳି ପରିସ୍ଥିତିରେ ବେଲଗୁଣ୍ଠା ବ୍ଲକ ଗୋବରା ପଞ୍ଚାୟତର ମହିଳା ସରପଞ୍ଚ ଇନ୍ଦିରାବାଇ ରାଜୁ ତାଙ୍କ ପଞ୍ଚାୟତର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ମହିଳାମାନଙ୍କୁ ସାବିତ୍ରୀ ବ୍ରତ ପାଇଁ ଯାହା ଆବଶ୍ୟକ ତାହା ଗୁରୁବାର ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri