ଅନ୍ତେବାସୀଙ୍କ ପାଇଁ ଯୋଗଶିକ୍ଷା ସହ ମନୋରଞ୍ଜନ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ,୧୪ା୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳର ବିଭିନ୍ନ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ କୋଭିଡ଼-୧୯ ସମ୍ପର୍କରେ ବିଭିନ୍ନ ତଥ୍ୟ ସମ୍ପର୍କରେ ଅବଗତ ସହ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଦୈନିକ ସକାଳେ ୨ ଘଣ୍ଟା ଓ ସନ୍ଧ୍ୟାରେ ୨ ଘଣ୍ଟା ଶାରିରୀକ ବ୍ୟାୟାମ, ଦକ୍ଷତା ବିକାଶ, ନୀତି ଶିକ୍ଷା ସହ ପୌରାଣିକ କଥାବସ୍ତୁ ସମ୍ପର୍କରେ ଅଭିଜ୍ଞ ବ୍ୟକ୍ତିମାନେ କହୁଛନ୍ତି। ଏହାଦ୍ୱାରା ଅନ୍ତେବାସୀ ରୋଗ ସମ୍ପର୍କରେ ଅବଗତ ହେବାସହ ମନୋରଞ୍ଜନ ହୋଇପାରୁଛି ବୋଲି ମ୍ୟୁନିସିପାଲିଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ. ମନୋରଞ୍ଜନ ସାହୁ କହିଛନ୍ତି। ଅନ୍ୟପକ୍ଷରେ ହିଞ୍ଜିଳିକାଟୁ ବ୍ଲକର ବୁରୁପୋଡ଼ା, ଶିକିରି ଓ ଅନ୍ୟାନ୍ୟ କ୍ୱାରାଣ୍ଟାଇନ କେନ୍ଦ୍ରରେ ଅନ୍ତେବାସୀଙ୍କ ଦ୍ୱାରା ବିଭିନ୍ନ ସମାଜିକ କାର୍ଯ୍ୟ, ପରିବେଶ ସ୍ବଚ୍ଛତା, ଯୋଗଭ୍ୟାସ ଇତ୍ୟାଦି ନେଇ ଅନ୍ତେବାସୀଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ପ୍ରଚାର ହେବାପରେ ଅନ୍ୟ କେନ୍ଦ୍ରର ଅନ୍ତେବାସୀଙ୍କ ଉପରେ ଭଲ ପ୍ରଭାବ ପଡୁଛି। ସମସ୍ତ କେନ୍ଦ୍ରରେ ସିସିଟିଭି ଲଗାଯାଇ ଅନ୍ତେବାସୀଙ୍କ ଉପରେ ନଜର ମଧ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri