ଅନ୍ୟ ଜିଲାରୁ ଫେରିଥିବା ଶ୍ରମିକଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଗଲା

ପାଟଣା , ୨୭।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମଖସାପିଟା ସାହିରୁ ଯାଜପୁର ଜିଲା କୋରେଇ ଥାନା ଅଞ୍ଚଳକୁ ମାଟି କାମ କରିବାକୁ ଯାଇଥିବା ଶ୍ରମିକ ମାନେ ସୋମବାର ଗାଁକୁ ଫେରିଛନ୍ତି। ସ୍ବାମଖସାପିଟା ମୁଣ୍ଡାସାହିର ୧୬, ମାଧପୁରର ୩ ଜଣ ଓ ଘଟଗାଁ ବ୍ଲକ ସରାସପଶି ପଞ୍ଚାୟତ ଭରାଣ୍ଡିଆ ଗ୍ରାମର ୭ଜଣ ମୋଟ ୨୬ ଜଣ ଶ୍ରମିକ ଚାଲି ଚାଲି ପାଟଣା ବ୍ଲକକୁ ଆସୁଥିଲା ବେଳେ ରାମଚନ୍ଦ୍ରପୁର ଥାନା ପକ୍ଷରୁ ସେମାନଙ୍କୁ ଅଟକ ରଖି ଶୁଖିଲା ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ରାମଚନ୍ଦ୍ର ପୁର ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁ କେନ୍ଦୁଝର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ସହ ଆଲୋଚନା କରି ଏକ ବସ ଯୋଗେ ଏହି ଶ୍ରମିକ ମାନଙ୍କୁ ଆଣିବାର ବ୍ୟବସ୍ଥା କରିଥିଲେ। ୧୬ ଜଣ ଶ୍ରମିକ ଓ ତାଙ୍କ ପିଲା ମାନଙ୍କୁ ଖସାପିଟା ପ୍ରାଥମିକ ବିଦ୍ୟାଳୟରେ ବର୍ତ୍ତମାନ କ୍ୱାରାଣ୍ଟାଇନରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri