Posted inଖେଳ

ଅନ୍‌ଲାଇନରେ ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌କୁ ମିଳିଛି ସର୍ବାଧିକ ଭ୍ୟୁୟର୍ସ

ଦୁବାଇ,୧୬।୯(ପିଟି): ଚଳିତବର୍ଷ ଅନୁଷ୍ଠିତ ପୁରୁଷ ଦିନିକିଆ ବିଶ୍ୱକପ୍‌ରେ ଇଂଲଣ୍ଡ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଥିଲା। ଆଇସିସି ଟୁର୍ନାମେଣ୍ଟ ମଧ୍ୟରୁ ୨୦୧୯ ବିଶ୍ୱକପ୍‌ର ସିଧାପ୍ରସାରଣ ସମଗ୍ର ବିଶ୍ୱରେ ହାରହାରି ୧.୬ ବିଲିୟନ ଲୋକେ ଦେଖିଛନ୍ତି। ଏହା ଯେକୌଣସି ଆଇସିସି ଇଭେଣ୍ଟର ଭ୍ୟୁୟର୍ସ ଅପେକ୍ଷା ଖୁବ ଅଧିକ। ଡିଜିଟାଲ ପ୍ଲାଟଫର୍ମ ହଟଷ୍ଟାରରେ ବିଶ୍ୱକପ୍‌ ମ୍ୟାଚ୍‌ର ସିଧାପ୍ରସାରଣ ଦେଖିବାରେ ଭାରତ ଶୀର୍ଷରେ ରହିଛି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌କୁ ହଟଷ୍ଟାରରେ ୨୫.୩ ନିୟୁତ ଲୋକେ ଦେଖିଥିଲେ, ଯାହାକି ବିଶ୍ୱ ରେକର୍ଡ। ବିଶ୍ୱକପ୍‌ ଫାଇନାଲଠାରୁ ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ର ଦେଖଣାହାରୀ ସଂଖ୍ୟା ଖୁବ ଅଧିକ ବୋଲି ଆଇସିସି ପକ୍ଷରୁ ପ୍ରକାଶ କରାଯାଇଛି। ୨୦୧୫ ସଂସ୍କରଣ ଅପେକ୍ଷା ଦେଖଣାହାରୀଙ୍କ ସଂଖ୍ୟାରେ ଚଳିତ ଥର ୩୮ ପ୍ରତିଶତ ବୃଦ୍ଧି ହୋଇଛି। ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ବିଶ୍ୱକପର ସବୁଠୁ ଅଧିକ ଦେଖଣାହାରୀଙ୍କୁ ଆକର୍ଷିତ କରିଥିଲା। ଏହି ମ୍ୟାଚ୍‌ର ଟିଭି ଭି୍ୟୟର୍ସଙ୍କ ସଂଖ୍ୟା ୨୭୩ ନିୟୁତ। ତେବେ ଆହୁରି ୫୦ ନିୟୁତ ଦେଖଣାହାରୀ ଡିଜିଟାଲ ପ୍ଲାଟଫର୍ମରେ ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri