Posted inଜାତୀୟ

ଅନ୍‌ଲାଇନ୍‌ରେ ବର୍ଜ୍ୟବସ୍ତୁ କାରବାର ଆରମ୍ଭ

ଚେନ୍ନାଇ,୨୮।୧୨: ବଜର୍ର୍‌ୟବସ୍ତୁ ପରିଚାଳନା ନେଇ ଚେନ୍ନାଇରେ ଅନ୍‌ଲାଇନ୍‌ କାରବାର ଆରମ୍ଭ ହୋଇଛି। ଏଥିରେ ୯ ଶହରୁ ଅଧିକ ଲୋକ କାର୍ଯ୍ୟ କରୁଛନ୍ତି। ଗ୍ରେଟର ଚେନ୍ନାଇ କର୍ପୋରେଶନ ସହଯୋଗରେ ମାଡ୍ରାସ୍‌ ଓ୍ବେଷ୍ଟ୍‌ ଏକ୍ସଚେଞ୍ଜ୍‌ ପୋର୍ଟାଲ୍‌ ନିର୍ମିତ ହୋଇଛି। ବର୍ଜ୍ୟବସ୍ତୁକୁ ବାହାରେ ନ ଫୋପାଡ଼ି ଏହାକୁ ଅନ୍‌ଲାଇନ୍‌ରେ ବିକ୍ରି କଲେ ଲୋକଙ୍କୁ ଏହାର ଉପଯୁକ୍ତ ଦାମ୍‌ ପ୍ରଦାନ କରାଯାଉଛି। ସହରକୁ ସ୍ବଚ୍ଛ ଏବଂ ନିର୍ମଳ ରଖିବା ପାଇଁ ଏପରି କରାଯାଇଛି। ଏହି ପୋର୍ଟାଲରେ ଇତିମଧ୍ୟରେ ୭ ଶହ କ୍ରେତା ଏବଂ ୨ଶହ ବିକ୍ରେତାଙ୍କୁ ପଞ୍ଜିକରଣ କରାଯାଇଛି। ଏହାଦ୍ୱାରା ପରିବେଶ ସୁରକ୍ଷିତ ରହିବା ସହିତ ବର୍ଜ୍ୟବସ୍ତୁ ଜମା ହୋଇ ରହିବ ନାହିଁ ବୋଲି ଗ୍ରେଟର ଚେନ୍ନାଇ କର୍ପୋରେଶନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri