ଅପରାହ୍ନ ୨ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ସବ୍‌ଡିଭିଜନ୍‌ ଶଟ୍‌ଡାଉନ: ଜୁନ୍‌ ୩୦ ଯାଏ କଟକଣା ବଳବତ୍ତର

ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍‌ଡିଭିଜନ୍‌ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍‌ ଘୋଷଣା କରାଯାଇଛି। ଜୁନ ୩୦ ଯାଏ ଏହି କଟକଣା ବଳବତ୍ତର ରହିବ। ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ । କେବଳ ଔଷଧ ଓ ପେଟ୍ରୋଲ ପମ୍ପ ଖୋଲା ରହିବ । ଏ ନେଇ ଜିଲାପାଳ ଶିତାଂଶୁ ରାଉତ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ଖୋର୍ଦ୍ଧା ସବ୍‌ଡିଭିଜନ୍‌ର ୬ଟି ବ୍ଲକ( ଖୋର୍ଦ୍ଧା ସଦର, ବେଗୁନିଆ, ବୋଲଗଡ଼, ଟାଙ୍ଗି, ଚିଲିକା ଓ ବାଣପୁର)ରେ ନିୟମ ଲାଗୁହେବ। ସେହିପରି ଭୁବନେଶ୍ୱର ସବ୍‌ଡିଭିଜନ୍‌ ଖୋର୍ଦ୍ଧା ସବ୍‌ଡିଭିଜନ୍‌ରୁ ଅଲଗା ଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), ବାଲିଅନ୍ତା, ବାଲି ପାଟଣା ଓ ଜଟଣୀ ବ୍ଲକରେ ଏହି ନିୟମ ଲାଗୁ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri