ଅପରାହ୍ନ ୨ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ସବ୍‌ଡିଭିଜନ୍‌ ଶଟ୍‌ଡାଉନ: ଜୁନ୍‌ ୩୦ ଯାଏ କଟକଣା ବଳବତ୍ତର

ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍‌ଡିଭିଜନ୍‌ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍‌ ଘୋଷଣା କରାଯାଇଛି। ଜୁନ ୩୦ ଯାଏ ଏହି କଟକଣା ବଳବତ୍ତର ରହିବ। ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ । କେବଳ ଔଷଧ ଓ ପେଟ୍ରୋଲ ପମ୍ପ ଖୋଲା ରହିବ । ଏ ନେଇ ଜିଲାପାଳ ଶିତାଂଶୁ ରାଉତ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ଖୋର୍ଦ୍ଧା ସବ୍‌ଡିଭିଜନ୍‌ର ୬ଟି ବ୍ଲକ( ଖୋର୍ଦ୍ଧା ସଦର, ବେଗୁନିଆ, ବୋଲଗଡ଼, ଟାଙ୍ଗି, ଚିଲିକା ଓ ବାଣପୁର)ରେ ନିୟମ ଲାଗୁହେବ। ସେହିପରି ଭୁବନେଶ୍ୱର ସବ୍‌ଡିଭିଜନ୍‌ ଖୋର୍ଦ୍ଧା ସବ୍‌ଡିଭିଜନ୍‌ରୁ ଅଲଗା ଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), ବାଲିଅନ୍ତା, ବାଲି ପାଟଣା ଓ ଜଟଣୀ ବ୍ଲକରେ ଏହି ନିୟମ ଲାଗୁ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ଜିମ୍ବାୱେରେ ମିଳିଲା ୨୧ କୋଟି ବର୍ଷ ପୁରୁଣା ଡାଇନୋସର କଙ୍କାଳ

ହାରାରେ, ୩୦ା୭ (ଏଜେନ୍ସି): ଜିମ୍ବାଓ୍ବେରେ ୨୧ କୋଟି (୨୧୦ ନିୟୁତ) ବର୍ଷ ପୁରୁଣା ନୂତନ ପ୍ରଜାତିର ଡାଇନୋସର କଙ୍କାଳ ଆବିଷ୍କୃତ ହୋଇଛି। ଏହି ପ୍ରାଚୀନ ଆବିଷ୍କାର ପୃଥିବୀରେ…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍‌. ପତ୍ରାପାଲି ଓ ବୀରମହାରାଜପୁର…

ଆଡ୍‌ମିଶନ ନ ମିଳିବାରୁ ୨ ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

କାନପୁର, ୩୦ା୭ : ଆଇଆଇଟି-କାନପୁରର ନୂତନ ‘ବ୍ୟାଚଲର୍‌ ଅଫ୍‌ ସାଇବର ସିକ୍ୟୁରିଟି’ ପାଠ୍ୟକ୍ରମରେ ନାମଲେଖାରୁ ବଞ୍ଚିତ ହେବା ପରେ ଆଇଆଇଟି-କାନପୁର ଏବଂ ଆଇଆଇଟି-ମାଡ୍ରାସ୍‌ର ଅଫିସିଆଲ ୱେବ୍‌ସାଇଟ୍‌ ହ୍ୟାକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri