Posted inଜାତୀୟ

ଅପରେଶନ୍‌ ଅଲ୍‌ଆଉଟ୍‌: ବାରପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ସୋପୋରରେ ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ବାରପୋରାର ମାଲମାପାନ୍‌ପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ଆରମ୍ଭ ହୋଇଥିଲା। ଏହି ମିଳିତ ଅପରେଶନ୍‌ରେ ସେନାର ୨୨-ଆର୍‌ଆର୍‌, ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri