Posted inଜାତୀୟ

ଅପରେଶନ୍‌ ଅଲ୍‌ଆଉଟ୍‌: ମିଳିତ ଭାବେ ଆକ୍ରମଣ କରିବେ ସେନା-ନୌସେନା-ବାୟୁସେନା କମାଣ୍ଡୋ

ଶ୍ରୀନଗର,୨୫।୧୧: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରିବା ଲାଗି ସେନା-ନୌସେନା-ବାୟୁସେନା କମାଣ୍ଡୋ ଏଣିକି ମିଳିତ ଭାବେ ଅପରେଶନ୍‌ ଅଲ୍‌ଆଉଟ୍‌ରେ କାର୍ଯ୍ୟ କରିବେ। ଏନେଇ ଅଭ୍ୟାସ ଶେଷ ହୋଇଛି। ସେନାକୁ ଏହି କ୍ଷେତ୍ରରେ ନୌସେନାର ମେରାଇନ୍‌ ଏବଂ ବାୟୁସେନାର ଗରୁଡ଼ କମାଣ୍ଡୋ ଆବଶ୍ୟକ ସହାୟତା ଯୋଗାଇଦେବେ। ଯୋଜନା ମୁତାବକ ନୌସେନାର ମାର୍କୋସ୍‌ କମାଣ୍ଡୋଙ୍କୁ ବୁଲର ହ୍ରଦ ଅଞ୍ଚଳରେ ମୁତୟନ କରାଯିବ। ସେହିପରି ବାୟୁସେନାର ଗରୁଡ଼ କମାଣ୍ଡୋଙ୍କୁ ଲୋଲବ ଏବଂ ହାଜିନ୍‌ ଅଞ୍ଚଳରେ ନିଯୁକ୍ତ କରାଯିବ। ଏନେଇ ଗୁଜରାଟର କଚ୍ଛ ଏବଂ ଆଣ୍ଡାମାନ-ନିକୋବରଠାରେ ଯୁଦ୍ଧାଭ୍ୟାସ ସେନା-ନୌସେନା-ବାୟୁସେନା କମାଣ୍ଡୋଙ୍କ ମିଳିତ ସହଯୋଗରେ ହୋଇ ସାରିଛି। କଚ୍ଛଠାରେ ହୋଇଥିବା ଯୁଦ୍ଧାଭ୍ୟାସର କୋଡ୍‌ ନେମ୍‌ ଏକ୍ସ୍‌ ସ୍ମେଲିଙ୍ଗ ଫିଲ୍ଡ୍‌ ରଖାଯାଇଥିଲା। ସେହିପରି ଆଣ୍ଡାମାନ-ନିକୋବରଠାରେ ହୋଇଥିବା ଯୁଦ୍ଧାଭ୍ୟାସକୁ ଡିଏଏନ୍‌ଏକ୍ସ୍‌-୨୦୧୯ ଭାବେ କୋଡ଼ିଙ୍ଗ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri