Posted inଜାତୀୟ

ଅପରେଶନ୍‌ ‘ମା’: ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକଙ୍କ ଘର ବାହୁଡ଼ା

ଶ୍ରୀନଗର,୩।୧୧: ଜମ୍ମୁ-କଶ୍ମୀରରେ ଆରମ୍ଭ ହୋଇଥିବା ‘ମା’ ଅପରେଶନ୍‌ ଅନ୍ତର୍ଗତ ଇତିମଧ୍ୟରେ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକ ଘର ବାହୁଡ଼ିଛନ୍ତି। ଲ୍ୟୁଟନାଟ୍‌ ଜେନେରାଲ କନଓ୍ବଲ୍‌ଜିତ୍‌ ସିଂ ଧିଲୋନ୍‌ଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଏହି ଅପରେଶନ୍‌ ବେଶ୍‌ ସଫଳ ରହିଥିବା କୁହାଯାଉଛି। କନଓ୍ବଲ୍‌ଜିତ୍‌ଙ୍କ ନେତୃତ୍ୱରେ ସୁରକ୍ଷାକର୍ମୀ ନିଖୋଜ ଥିବା ଯୁବକଙ୍କ ସମ୍ପର୍କରେ ତଥ୍ୟ ହାସଲ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କୁ ଭେଟି ଏଭଳି କରିପାରିଛନ୍ତି। ଏହାଯୋଗୁ ଧୀରେ ଧୀରେ ଏଠାରେ ସୁରକ୍ଷାକର୍ମୀଙ୍କ ଉପରେ ପଥରମାଡ଼ ଘଟଣା କମିବାରେ ଲାଗିଛି। ଯୁବବର୍ଗଙ୍କ ମଧ୍ୟରେ ମାତୃଭୂମି ପ୍ରତି ସଚେତନତା ସୃଷ୍ଟି କରାଯାଇ ସେମାନଙ୍କୁ ଘରକୁ ଫେରାଇ ଅଣାଯାଇଥିବା ଧିଲୋନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri