ବଡ଼ସାହି,୯ା୧୨(ସ୍ବ.ପ୍ର)-ବଡ଼ସାହି ଥାନା ଅଞ୍ଚଳରୁ ନଭେମ୍ବର ୨୪ତାରିଖରେ ଅପହୃତା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିବା ସହ ଅପହରଣକାରୀ ଯୁବକଙ୍କୁ କାବୁ କରିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଉକ୍ତ ନାବାଳିକାଙ୍କ ସନ୍ଧାନ ଲାଗି ତାଙ୍କ ପିତାମାତା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଚୁପ ବସିପଡ଼ିବାରୁ ନାବାଳିକାଙ୍କ ପରିବାର ଲୋକେ ଏସ୍ପିଙ୍କୁ ଭେଟି ନ୍ୟାୟ ପାଇଁ ନିବେଦନ କରିଥିଲେ। ଏସ୍ପିଙ୍କ ନିର୍ଦ୍ଦେଶରେ ପୋଲିସ ମୋବାଇଲ ଟ୍ରାକିଂ କରି ଅଭିଯୁକ୍ତ ତାମିଲନାଡୁର ଏକ ସହରରେ ଆତ୍ମଗୋପନ କରିଥିବା ଜାଣିବାକୁ ପାଇଥିଲେ। ପରେ ପୋଲିସ ଟିମ ସେଠାକୁ ଯାଇ ଅଭିଯୁକ୍ତଙ୍କୁ କାବୁ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଛି।
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…
ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…
ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

