ଅପେକ୍ଷା ଡିସେମ୍ବରକୁ

କରୀନା ଏବେ ବେଶ୍‌ ଉତ୍ସୁକତାର ସହ ଡିସେମ୍ବରକୁ ଅପେକ୍ଷା କରିଛନ୍ତି। ହେଲେ କ’ଣ ପାଇଁ ଜାଣନ୍ତି ? ସେହି ମାସ ୨୭ରେ ପରଦା ଉପରକୁ ଆସୁଛି କରନ୍‌ ଜୋହରଙ୍କ ‘ଗୁଡ୍‌ ନ୍ୟୁଜ୍‌’। ଏହି ଫିଲ୍ମରେ କରୀନାଙ୍କ ନାୟକ ଭାବରେ ଅଭିନୟ କରିଛନ୍ତି ଅକ୍ଷୟ କୁମାର। କିଆରା ଆଡଓ୍ବାନୀ ମଧ୍ୟ ଏହି ଫିଲ୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରୁଛନ୍ତି। ଏହି ଫିଲ୍ମ ବ୍ୟତୀତ ଇରଫାନ ଖଁ। ଏବଂ କରୀନାଙ୍କୁ ନେଇ ନିର୍ମିତ ‘ଅଂଗ୍ରେଜି ମିଡିୟମ’ ମଧ୍ୟ ରିଲିଜ ଅପେକ୍ଷାରେ ରହିଛି। ‘ଏହି ଫିଲ୍ମ ଦ୍ୱୟରେ ମୋତେ ଯେଉଁ ଭୂମିକା ମିଳିଛି ତାହାର ସଫଳତାକୁ ନେଇ ବେଶ୍‌ ଆଶା ରହିଛି। ବିଶେଷଭାବରେ ଅକ୍ଷୟଙ୍କ ସହ ମୋର ଯୋଡିକୁ ଦର୍ଶକ ନିଶ୍ଚୟ ଗ୍ରହଣ କରିବେ। କରୀନା ଏବେ ଶୁଟିଂରୁ ସାମୟିକ ବ୍ରେକ୍‌ ପାଇଛନ୍ତି। ତେଣୁ କୁଆଡେ ବୁଲାବୁଲି ନ କରି ପରିବାର ସଦସ୍ୟଙ୍କ ସହ ସମୟ କଟାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri