Posted inଜାତୀୟ

ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ପୁଣି ୨ଜି ସେବା ବନ୍ଦ; ହାଇ ଆଲର୍ଟ ଜାରି

ଶ୍ରୀନଗର,୯।୨: ଆତଙ୍କବାଦୀ ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ ରବିବାର ପାଳନ କରିବାକୁ ଜମ୍ମୁ-କଶ୍ମୀରରେ ତତ୍ପରତା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୨ଜି ଇଣ୍ଟରନେଟ୍‌ ସେବାକୁ ପୁଣି ବନ୍ଦ କରି ଦିଆଯାଇଛି। ଏହା ସହିତ ସୁରକ୍ଷା ଲାଗି ଜମ୍ମୁରେ ହାଇ ଆଲର୍ଟ ଜାରି କରାଯାଇଛି। ସନ୍ଦିଗ୍ଧ ବ୍ୟକ୍ତି ତଥା ବସ୍ତୁ ଯାଞ୍ଚ୍‌ କରାଯାଉଛି। ସୂଚନାଯୋଗ୍ୟ,୨୦୧୩ ଫେବୃୟାରୀ ୯ରେ ଆଫଜଲଙ୍କୁ ତିହାର ଜେଲ୍‌ରେ ଫାଶୀ ଦିଆ ଯାଇଥିଲା। ୨୦୦୧ରେ ପାର୍ଲାମେଣ୍ଟ ଆକ୍ରମଣ ଘଟଣାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri