Posted inଜାତୀୟ

ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୭।୧୧: ଆକ୍ସନ ମୁଡ୍‌ରେ ଯୋଗୀ ସରକାର। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ୭ଜଣ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭ୍ରଷ୍ଟାଚାର କାରଣରୁ ଅଧିକାରୀଙ୍କୁ ଅବସର ଦିଆଯାଇଥିବା ଜଣାପଡ଼ିଛି। ତେବେ ସମସ୍ତ ଅଧିକାରୀ ଡେପୁଟି ଏସ୍‌ପି ଓ ସିଇଓ ପଦବୀରେ ରହିଥିଲେ। ଏଥିସହ କିଛି ଅଧିକାରୀଙ୍କୁ ଯୋଗୀ ନିଲମ୍ବନ ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ଗତ ୨ ବର୍ଷ ମଧ୍ୟରେ ଯୋଗୀ ସରକାର ବିଭିନ୍ନ ବିଭାଗରୁ ୨୦୦ରୁ ଊର୍ଦ୍ଧ୍ୱ ଅଧିକାରୀ ଓ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?