ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ୩ଜଣ ଚୋରାମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଗଡ଼କକୁଜଙ୍ଗ ଗଁାର ସଞ୍ଜୟ ନାୟକ, କାହ୍ନୁଚରଣ ରାଉତ ଓ ନୂଆଗଁାସ୍ଥିତ ନୋଳିଆସାହିର ପ୍ରକାଶ ବେହେରା। ଏମାନେ ଚୋରାମଦ ବ୍ୟବସାୟ କରୁଥିବା ନେଇ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଅବକାରୀ ଏସପି ରତିକାନ୍ତ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ କରାଯାଇଥିଲା। ଏସ୍‌ଆଇ ନିଳିମା ଜୟନ୍ତୀ ସ୍ବାଇଁ, ଏଏସ୍‌ଆଇ କୈଳାସ ଦାସ, କନଷ୍ଟେବଳ ଚିତ୍ତରଞ୍ଜନ ଦାଶ, ସବିତା ନାୟକ, ବିଶ୍ୱନାଥ ମୁଣ୍ଡା, ହିମାଂଶୁ ନାୟକ ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ। ଏନେଇ ୩ଟି ପୃଥକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri