Posted inଅପରାଧ

ଅବକାରୀ ବିଭାଗ ପକ୍ଷରୁ ଚଢାଉ: ୩ ଗିରଫ

ବଇଣ୍ଡା,୩୦।୫(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗୁରୁବାର ଠାକୁରଗଡ଼ ଥାନା ଗୋପିନାଥପୁର ଗ୍ରାମରେ ଚଢାଉ କରି ୪୦ ଲିଟର ଦେଶୀ ମଦ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ନରେନ୍ଦ୍ର ବେହେରା, ସୁମିତ୍ରା ମାଝି, ଶୁକଦେବ ପ୍ରଧାନ। ସେମାନେ ଚୋରାରେ ମଦ ବିକ୍ରି କରୁଥିବା ଖବରପାଇ ଆଠମଲ୍ଲିକ ଅବକାରୀ ବିଭାଗର ଇନ୍ସପେକ୍ଟର ସୁମତି ତ୍ରିପାଠୀ, ସବ୍‌ଇନ୍ସପେକ୍ଟର ପ୍ରଫୁଲ୍ଲ କୁମାର ପତି, ରମାକାନ୍ତ ଚାନ୍ଦ, ଅରୁଣ କୁମାର ଚାଉଳିଆ ପ୍ରମୁଖ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri