ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉକରି ୧ କେଜି ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ମିଲବାଡି ଅଞ୍ଚଳର ସପନ କୁମାର ପ୍ରଧାନ।
ପ୍ରକାଶ ଯେ, ସପନ ଦୀର୍ଘଦିନ ହେବ ମିଲବାଡି ଅଞ୍ଚଳରେ ରହି ବ୍ରାଉନସୁଗାର ବେପାର କରିଆସୁଥିଲେ। କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଏହି ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

କୌଳିକ ବୃତ୍ତିରୁ ମୁହଁ ଫେରେଇଲେଣି ବାଉଁଶ କାରିଗର: ପହଞ୍ଚୁନି ସରକାରୀ ପ୍ରୋତ୍ସାହନ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ):ଅତ୍ୟାଧୁନିକ ଯୁଗ ତଥା ଆଜିର ବିଜ୍ଞାନ ଯୁଗରେ ହାତ ତିଆରି ଜିନିଷ ଅଲୋଡ଼ା ହୋଇ ପଡୁଛି । ପ୍ଲାଷ୍ଟିକର ବହୁଳ ବ୍ୟବହାର ଏବଂ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri