ଅବକାରୀ ବିଭାଗର ଚଢ଼ାଉ ବେଳେ ଢ଼େଲାପଥର ମାଡ଼: ଭାଙ୍ଗିଲା ଗାଡ଼ି, ଡ୍ରାଇଭର ଆହତ

ଛେଣ୍ଡିପଦା,୫।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ରଥ ସାହିରେ ଶନିବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ସମୟରେ ମଦ ମାଫିଆମାନେ ଢ଼େଲାପଥର ମାଡ଼କରି ଅବକାରୀ ବିଭାଗ ଗାଡ଼ି ଭଙ୍ଗାରୁଜା କରିଛନ୍ତି। ଏଥିରେ ଗାଡ଼ି ଡ୍ରାଇଭର ଆହତ ହୋଇଛନ୍ତି।
ଏ ନେଇ ଅବକାରୀ ଇନ୍ସପେକ୍ଟର କରୁଣା ଶଙ୍କର ତିୱାରୀ କହିଛନ୍ତି ଯେ, ଉକ୍ତ ସାହିରେ ଚଢ଼ାଉ କରାଯାଇ ବ୍ୟାପକ ମଦ ଓ ପୋଚ ଜବତ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଗ୍ରାମର ତିନି ଯୁବକଙ୍କୁ ଅଟକ ରଖା ଯାଇଛି। ତେବେ କାହିଁକି ଉକ୍ତ ତିନିଜଣ ଯୁବକଙ୍କୁ ଅଟକ ରଖାଯାଇଛି କହି ମଦ ମାଫିଆମାନେ ଅତର୍କିତ ଭାବେ ଢେଲାପଥର ମାଢ଼ କରିଥିଲେ। ଏଥିରେ ଗାଡ଼ିକାଚ ଭାଙ୍ଗି ଜଣେ ଡ୍ରାଇଭର ଆହତ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେବ ଭାରତ-ପାକିସ୍ତାନ ଯୁଦ୍ଧ! ଆମେରିକାର ବିପଦପୂର୍ଣ୍ଣ ଭବିଷ୍ୟବାଣୀ ପରେ ବିଶ୍ୱ ଛାନିଆ

ନୂଆଦିଲ୍ଲୀ,୫।୫: ଅପରେଶନ ସିନ୍ଦୁରର ବାର୍ଷିକୀ ପୂର୍ବରୁ, ଆମେରିକାରୁ ଏକ ବିପଦପୂର୍ଣ୍ଣ ଭବିଷ୍ୟବାଣୀ ଆସିଛି। ଏହା ଏକ ଭବିଷ୍ୟବାଣୀ ଯାହା ଗତ ବର୍ଷ ପାକିସ୍ତାନୀ ଶାସକମାନଙ୍କ ମୁହଁରେ ଦେଖାଯାଇଥିବା…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

ଭଞ୍ଜନଗର ଯାତ୍ରାରେ ଜମୁଛି ଭିଡ: ସରକାରଙ୍କ ଦ୍ୱାରା ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଭିଡ ଜମୁଛି। ମଙ୍ଗଳବାର ଯାତ୍ରା ୧୦ ଦିନରେ ପହଞ୍ଚିଛି। ସହର ଅପେକ୍ଷା ଗ୍ରାମାଞ୍ଚଳ ଲୋକ…

ଇରାନୀ ଡ୍ରୋନ ଆକ୍ରମଣରେ ୩ ଭାରତୀୟ ଆହତ ଘଟଣାକୁ ନେଇ ଚେତାବନୀ ଜାରି କଲା ଦେଶ

ନୂଆଦିଲ୍ଲୀ,୫।୫: ପଶ୍ଚିମ ଏସିଆର ପରିସ୍ଥିତି ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇନାହିଁ। ସୋମବାର (ମେ ୪) ଦିନ, ୟୁଏଇର ଫୁଜୈରାହ ପେଟ୍ରୋଲିୟମ ଇଣ୍ଡଷ୍ଟ୍ରିଜ ଜୋନ (FOIZ) ରେ ଡ୍ରୋନ ଆକ୍ରମଣ…

ଦାଦନ ଖଟିବାକୁ କେରଳ ଯାଇଥିଲେ ଅଭିମନ୍ୟୁ, ପାଲଟିଲେ ଶବ

ଚିକିଟି,୫।୫(ପ୍ରକାଶ ଚନ୍ଦ୍ର ସାହୁ): କେରଳସ୍ଥିତ ଥିରୁଭାନନ୍ତପୁରମ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଛି l ସେ ହେଲେ ଗଞ୍ଜାମ…

ବୈତରଣୀ ନଦୀ କୂଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ସୋମବାରଠୁ ଥିଲେ ନିଖୋଜ

ପାଟଣା,୫ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କେନ୍ଦୁଯୋଡା ଗ୍ରାମ ନିକଟସ୍ଥ ବୈତରଣୀ ନଦୀ କୂଳରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି…

ଆସାମରେ ହାରିଲେ ୩ ପୂର୍ୱତନ ମୁଖ୍ୟମନ୍ତ୍ରୀଙ୍କ ପୁଅ, ଜାଣନ୍ତୁ….

ଗୁଆହାଟୀ,୫ା୫: ଆସାମ ବିଧାନସଭା ନିର୍ୱାଚନରେ ୩ ପୂର୍ୱତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ପରାଜିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ରାଜ୍ୟ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ, ପୂର୍ୱ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri