ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁର। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି। ଏହାସହ ଅନ୍ୟ ସ୍ଥାନ ଗୁଡିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri