ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁର। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି। ଏହାସହ ଅନ୍ୟ ସ୍ଥାନ ଗୁଡିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା...

ପ୍ରାର୍ଥୀଙ୍କ ଡିଜିଟାଲ ପ୍ରଚାର ସମ୍ପର୍କରେ ତଥ୍ୟ ରଖିବାକୁ ଜିଲାପାଳଙ୍କୁ ଚିଠି

କଟକ,୫ା୫(ଶିଳ୍ପା ପ୍ରିୟଦର୍ଶିନୀ)ନିର୍ବାଚନ ସମ୍ପର୍କୀତ ଡିଜିଟାଲ ପ୍ରଚାର ଖବର ଗତ ୩୦ତାରିଖରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ସେହିଦିନ ଓଏସ୍‌ଡିର ଯୁଗ୍ମ ସମ୍ପାଦକ ରାମଚନ୍ଦ୍ର କିସ୍କୁ ୩୦ ଜିଲାର...

୨୦ ପରେ ସିବିଏସ୍‌ଇ ପରୀକ୍ଷାଫଳ

ଭୁବନେଶ୍ୱର, ୫।୫(ଅସମାପିକା ସାହୁ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ।...

ରାଜଧାନୀରୁ ନକଲି ଏନ୍‌ସିଇଆର୍‌ଟି ବହି ଜବତ

ଭୁବନେଶ୍ୱର,୫ା୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀ ଭୁବନେଶ୍ୱରରେ ନକଲି ଏନ୍‌ସିଇଆର୍‌ଟି ବହି ବିକ୍ରି କରୁଥିବା ବୁକ୍‌ ଷ୍ଟୋର ଠାବ ହୋଇଛି। ଏନ୍‌ସିଇଆର୍‌ଟିର ୨ଜଣିଆ ଟିମ୍‌ ଭୁବନେଶ୍ୱର ପୋଲିସ ସହାୟତାରେ ସହରର...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri