ଅବପାତରେ ପରିଣତ ହେଲା ଲଘୁଚାପ: ୨୪ ଘଣ୍ଟାରେ ବାତ୍ୟା ରୂପ ନେବା ସମ୍ଭାବନା

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ନିକଟରେ କେନ୍ଦ୍ରଭୂତ ହୋଇଥିବା ଲଘୁଚାପ ଅଧିକ ଘନିଭୂତ ହେବାରେ ଲାଗିଛି। ଏହା ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୯୫୦ କିମି ଦୂରରେ ରହିଛି। ଏଥିସହିତ ଲଘୁଚାପ ଆସନ୍ତା୨୪ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହୋଇ ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ଏହା ଅଧିକ ବଳଶାଳୀ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଏବଂ ପରେ ଏହାର ଗତିପଥ ବଦଳାଇ ଉତ୍ତର-ଉତ୍ତର ପଶ୍ଚିମ ଉପକୂଳ ଆଡକୁ ମୁହାଁଇବାର ସମ୍ଭାବନା ରହିଛି। ଏହାର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ବେଗ ରହିବ ବୋଲି ଆକଳନ କରାଯାଇଛି। ଆସନ୍ତା ୭ ତାରିଖ ସୁଦ୍ଧା ବାତ୍ୟାର ବେଗ ଓ ଗତିପଥ କିଭଳି ରହିବ ସେ ନେଇ ସ୍ପଷ୍ଟ କରାଯିବ ବୋଲି ଆଞ୍ଚଳିତ ପାଣିପବାଗ ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri