Posted inଖେଳ

ଅବସର ପୂର୍ବରୁ ରାଞ୍ଚିକୁ ଏକ ସ୍ବତନ୍ତ୍ର ଉପହାର ଦେବାକୁ ଯାଉଛନ୍ତି ଧୋନୀ

ରାଞ୍ଚି,୨୯।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଚାଲିଛି। ୨୦୧୯ ବିଶ୍ୱକପ୍‌ ପରେ କ୍ରିକେଟରୁ ନିଜକୁ ଦୂରେଇ ରଖିଥିବା ଧୋନୀ କିନ୍ତୁ ଏବେ ବିନ୍ଦାସ ଜୀବନ ବିତାଉଛନ୍ତି। କେବେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଡ୍ରେସିଂ ରୁମ୍‌ରେ ତ ଆଉ କେତେବେଳେ ଝିଅ ଜିଭା ସହ ମସ୍ତି କରୁଥିବାର ଦେଖାଯାଉଛି। ଏବେ ସେ ନିଜ ସହର ରାଞ୍ଚିରେ ଏକ କ୍ରିକେଟ ଏକାଡେମୀ ଖୋଲିବାକୁ ଯାଉଛନ୍ତି। ଧୋନୀ ନିଜ ପିଲାଦିନର ବନ୍ଧୁ ମିହିର ଦିବାକରଙ୍କ ସହ ମିଶି ଏହି ଏକାଡେମୀ ଖୋଲିବାର ଯୋଜନା କରୁଛନ୍ତି। କ୍ରିକେଟ ଖେଳିବାକୁ ଚାହୁଁଥିବା ପିଲାମାନେ ଏଠାରେ ଟ୍ରେନିଂ ନେଇପାରିବେ। ପାଟନା, ନାଗପୁର, ବାରାଣସୀ ଏବଂ ଇନ୍ଦୋରରେ ଧୋନୀ କ୍ରିକେଟ ଏକାଡେମୀ ଖୋଲି ସାରିଛନ୍ତି। ଆଗକୁ ସିଲଗୁଡି ଏବଂ ରାଞ୍ଚିରେ ଖୋଲିବାର ଯୋଜନା ରହିଛି ବୋଲି ଧୋନୀ ବନ୍ଧୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri