ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଚାରାରୋପଣ

ଧର୍ମଶାଳା,୧୬ା୯(ଡି.ଏନ୍‌.ଏ.)- ରାଜ୍ୟ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମହାସଂଘ ଧର୍ମଶାଳା ଶାଖା ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜଗନ୍ନାଥ ସଡ଼କର ଉଭୟ ପାର୍ଶ୍ୱରେ ଶତାଧିକ ଚାରାରୋପଣ କରାଯାଇ ବୃକ୍ଷର ଉପକାରିତା ଉପରେ ଜନସଚେତନତା କରାଯାଇଛି। ଏହି କାର୍ଯ୍ୟକ୍ରମରେ ପରିବେଶବିତ ଶ୍ରୀନିବାସ ଜେନା, ଧର୍ମଶାଳା ଥାନା ଅଧିକାରୀ ସରୋଜ କୁମାର ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଳଧର ମହାନ୍ତି, ରୋଟାରିଆନ ମାଧୁରୀ ଶତପଥୀ, ବିନି ଦେଇ, ଧର୍ମଶାଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ଚ୍ୟାଉ ପଟ୍ଟନାୟକ, କେନ୍ଦ୍ର ବାଲ୍‌ ଶିଶୁ ସାହିତି୍ୟକ ପୁରସ୍କାର ପ୍ରାପ୍ତ ବଟକୃଷ୍ଣ ଓଝା, ଜିଲା ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ସମ୍ପାଦକ ବିବେକାନନ୍ଦ ରାୟ ପ୍ରମୁଖ ଯୋଗଦେଇ ଚାରାରୋପଣ କରିଥିଲେ। ଧର୍ମଶାଳା ଶାଖା ସଭାପତି ଯଧିଷ୍ଠିର ସ୍ବାଇଁ, ସମ୍ପାଦକ ବୈକୁଣ୍ଠନାଥ ପାଣି, ଭିକାରୀ ଚରଣ ମଲିକ, ପ୍ରଫୁଲ୍ଲ କୁମାର ନାୟକ, ସୁନାକର ସାହୁ, ପୀତବାସ ପାତ୍ର, ଭାସ୍କର ନାରାୟଣ ସେଠୀ, ବଟକୃଷ୍ଣ ସାହୁ, ମହମ୍ମଦ ଅଜିଜୁଲ୍ଲା ପ୍ରମୁଖ ଯୋଗଦେଇ ଚାରାରୋପଣର ଉପକାରିତା ଉପରେ ସଚେତନତା ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri