ଅବସରପ୍ରାପ୍ତ ଶିକ୍ଷକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ଦନ୍ତା

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନଖଣ୍ଡ ପାଟକମୁଣ୍ଡା ପଞ୍ଚାୟତର ଧାଙ୍ଗୁରମୁଣ୍ଡା କୋଠଘର ନିକଟରେ ହାତୀ ଆକ୍ରମଣରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରମଞ୍ଚା ଗ୍ରାମର ହୃଷିକେଶ ନାୟକ (୬୫)।

ସୂଚନାନୁଯାୟୀ, ହୃଷିକେଶ ଅପରାହ୍ନରେ ଘରେ ଥିବା ଲୁହା କୃଷି ସାମଗ୍ରୀଗୁଡ଼ିକୁ ଶାଣ କରି ପାଟକମୁଣ୍ଡା ତେବୁଡ ଗ୍ରାମରୁ ଘରକୁ ଫେରୁଥିବା ବେଳେ ଉକ୍ତ ସ୍ଥାନରେ ହଠାତ୍‌ ଏକ ଦନ୍ତା ସହ ମୁହାଁମୁହିଁ ହୋଇ ଯାଇଥିଲେ। ଫଳରେ ଦନ୍ତାଟି ତାଙ୍କୁ ଶୁଣ୍ଢରେ କଚାଡି ମାରି ଦେଇଥିଲା । ଏପରିକି ମାରି ସାରିବାପରେ ହାତୀଟି ଗ୍ରାମ ନିକଟରେ ଦୀର୍ଘ ସମୟ ମଧ୍ୟ ରହିଥିଲା। ଘଟଣା ପରେ ଗ୍ରାମବାସୀ ଅତଙ୍କିତ ଅବସ୍ଥାରେ ଅଛନ୍ତି। ଖବର ପାଇ ବନବିଭାଗର ହାତୀସ୍କ୍ବାର୍ଡ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ଘଉଡାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ଗଞ୍ଜାମ ବ୍ଲକ ସମୁଖରେ ବାମଦଳର ବିକ୍ଷୋଭ, ଏହି ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଆଞ୍ଚଳିକ କମିଟି ସିପିଆଇଏମ ପକ୍ଷରୁ ଗୁରୁବାର ଦିନ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଆଦିବାସୀ ନୃତ୍ୟରେ ଦୁଲୁକିଲା ଜନଜାତି ବୈଠକ, ସମ୍ୱର୍ଦ୍ଧିତ ହେଲେ ଛାତ୍ରୀ

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପରିସରରେ ଗୁରୁବାର ବ୍ଲକ ସ୍ତରୀୟ ଜନ ଜାତି ସମ୍ବାଦ ବୈଠକ ଅନୁଷ୍ଠିତ ହୋଇଥିଲା ।ଓଡିଶା ସରକାରଙ୍କ ୨ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri