ଅଭିନେତା-ପେଣ୍ଟର ଅଶୋକ କୁମାର: ସ୍ତ୍ରୀଙ୍କର ଏଭଳି ଚିତ୍ର କରିଥିଲେ ପେଣ୍ଟିିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଶୋକ କୁମାରଙ୍କର ପୁଣ୍ୟତିଥି ମଙ୍ଗଳବାର ପାଳିତ ହେଉଛି। ୨୦୦୧ ଡିସେମ୍ବର ୧୦ ତାରିଖରେ ସେ ଦେହତ୍ୟାଗ କରିଥିଲେ। ୧୯୧୧ ଅକ୍ଟୋବର ୧୩ରେ ତାଙ୍କର ଜନ୍ମ ହୋଇଥିଲା। ଅଶୋକ କୁମାର ଜଣେ ଆଗଧାଡ଼ିର ଅଭିନେତା ସହିତ ଭଲ ପେଣ୍ଟର ମଧ୍ୟ ଥିଲେ। ସେ ନିଜ ଜୀବନ କାଳମଧ୍ୟରେ ୩ଶହରୁ ଅଧିକ ପେଣ୍ଟିଂ କରିଥିଲେ। ସେସବୁ ପେଣ୍ଟିଂରେ ସ୍ତ୍ରୀ ଶୋଭା ଦେବୀଙ୍କର  କୌଣସି ପୋଷାକ ପିନ୍ଧି ନ ଥିବା ଏକ ଚିତ୍ର ମଧ୍ୟ ଥିଲା। ପରବର୍ତ୍ତୀ ସମୟରେ ଅଶୋକଙ୍କ ଝିଅ ଭାରତୀ ଏସବୁ ପେଣ୍ଟିଂ କଲେକସନ୍‌ର ଏକ ପ୍ରଦର୍ଶନୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri