ଅଭିନୟ କରିବାକୁ ଚାହୁଁ ନାହାଁନ୍ତି ଶାହାରୁଖଙ୍କ ପୁଅ

ମୁମ୍ବାଇ: ଷ୍ଟାର କିଡ୍‌ ଭାବେ ଏବେ ପରଦାକୁ ଆସିବାକୁ ବାକି ଅଛି ଆର୍ଯ୍ୟନ୍‌ ଖାଁଙ୍କର। ଶାହାରୁଖ ଖାଁଙ୍କ ବଡ ପୁଅ ହେଉଛନ୍ତି ଆର୍ଯ୍ୟନ୍‌। ସେ ବଲିଉଡରେ ଡେବ୍ୟୁ କରିପାରନ୍ତି ବୋଲି ଶୁଣାଯାଉଥିଲା। ଏବେ କିନ୍ତୁ ଏହାକୁ ନେଇ ଶାହାରୁଖ କିଛି ଭିନ୍ନ କଥା କହିଛନ୍ତି। ସେ କହିଛନ୍ତି ଆର୍ଯ୍ୟନ ଏବେ ଲସ୍‌ ଆଞ୍ଜେଲସରେ ଫିଲ୍ମ ମେକିଙ୍ଗ କୋର୍ସ କରୁଛନ୍ତି। ତେଣୁ ସେ ଅଭିନୟ ଅପେକ୍ଷା ଫିଲ୍ମ ମେକିଙ୍ଗ ଉପରେ ଅଧିକ ଧ୍ୟାନ ଦେଇପାରନ୍ତି। ସାଧାରଣତଃ ଷ୍ଟାର କିଡମାନେ ଅଭିନୟକୁ ଅଧିକ ପସନ୍ଦ କରନ୍ତି। କିନ୍ତୁ ଆର୍ଯ୍ୟନଙ୍କ ପାଖେ ସେମିତି କିଛି ଗୁଣ ଦେଖାଯାଉ ନ ଥିବା ପ୍ରକାଶ କରିଛନ୍ତି ପିତା ଶାହାରୁଖ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri