ଅଭିନୟ ଛାଡିବାର ୨ ବର୍ଷ ପରେ ଫଟୋ ଶେୟାର କଲେ ଜାୟରା ୱାସିମ

ମୁମ୍ବାଇ: ବଲିଉଡ୍‌ର ଦଙ୍ଗଲ ଗର୍ଲ ଭାବେ ପରିଚିତ ଜାୟରା ୱାସିମ ଅଭିନୟ ଛାଡିବାର ୨ ବର୍ଷ ପରେ ସୋସିଆଲ ମିଡିଆରେ ତାଙ୍କର ଫଟୋ ଶେୟାର କରିଛନ୍ତି । ଜାୟରାଙ୍କ ଏହି ଫଟୋ ଦେଖି ପ୍ରଶଂସକ ବହୁତ ରିଆକ୍ସନ ଦେଉଥିବା ଦେଖାଯାଇଛି । ଏହି ଫଟୋ ଶେୟାର କରି ଜାୟରା ଲେଖିଛନ୍ତି, ଅକ୍ଟୋବରରେ ଏତେ ଖରା । ଜାୟରାଙ୍କ ଏହି ଫଟୋକୁ ପ୍ରଶଂସକମାନେ ବେଶ୍ ପସନ୍ଦ କରୁଛନ୍ତି । ଅଭିନେତ୍ରୀ ପୋଲ ଉପରେ ଠିଆ ହୋଇଥିବାର ଏକ ଫଟୋ ଶେୟାର କରିଛନ୍ତି । ଖୁବ୍ କମ୍ ଦିନ ପାଇଁ ବଲିଉଡକୁ ଆସିଥିବା ଜାୟରା କିନ୍ତୁ ଏବେବି ପ୍ରଶଂସକଙ୍କ ହୃଦୟରେ ରହିଛନ୍ତି । ସେ ‘ଦଙ୍ଗଲ’, ‘ସିକ୍ରେଟ ସୁପରଷ୍ଟାର’ ଓ ‘ଦ ସ୍କଏ ପିଙ୍କ’ ରେ କାମ କରି ସାରିଛନ୍ତି । ଦୁଇବର୍ଷ ପୂର୍ବେ ଯେତେବେଳେ ସେ ଅଭିନୟ ଛାଡିବା କଥା ଘୋଷଣା କରିଥିଲେ ସେତେବେଳେ ସମସ୍ତେ ଚମକି ପଡିଥିଲେ । ଜାୟରା କହିଥିଲେ ଅଭିନୟ କ୍ଷେତ୍ରରେ ମୋତେ ସମ୍ପୂର୍ଣ୍ଣ ସହଯୋଗ ମିଳିଛି । ହେଲେ ଏହି ରାସ୍ତା ମୋତେ ଅଜ୍ଞାନତାର ଅନ୍ଧାର ଭିତରକୁ ଠେଲି ଦେଉଛି । ତେଣୁ ମୁଁ ଅଭିନୟ ଛାଡିବାକୁ ନିଷ୍ପତ୍ତି ନେଇଛି ବୋଲି ଜାୟରା ଲେଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?