ଅଭିବୃଦ୍ଧି ପୂର୍ବାନୁମାନ ୪.୮%କୁ ଖସାଇଲା ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ,୨୧-୧: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି( ଆଇଏମ୍‌ଏଫ୍‌) ସୋମବାର ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ଭାରତର ବିକାଶ ହାର ପୂର୍ବାନୁମାନକୁ ୪.୮%କୁ ଖସାଇଛି। ଏହି ଏଜେନ୍ସି ଭାରତ ବଜାର ଲାଗି ପୂର୍ବରୁ କରାଯାଇଥିବା ଅନୁମାନ ତୁଳନାରେ ବର୍ତ୍ତମାନ ୧.୩% ହ୍ରାସ କରିଛି। ମାନ୍ଦାବସ୍ଥା ଯୋଗୁ ଅଭିବୃଦ୍ଧି କମାଇଥିବା ଆଇଏମ୍‌ଏଫ୍‌ କହିଛି। ସେହିଭଳି ବିଶ୍ୱ ବଜାର ଲାଗି ଏହା ଅଭିବୃଦ୍ଧି ପୂର୍ବାନୁମାନକୁ ମଧ୍ୟ କମ୍‌ କରି ଦେଇଛି। ଚଳିତ ଆର୍ଥତ୍କ ବର୍ଷରେ ଦେଶର ବିକାଶ ହାର ୫% ରହିବ ବୋଲି ସରକାର ନିକଟରେ ପ୍ରକାଶିତ ଅଫିସିଆଲ ଡାଟାରେ କହିଛନ୍ତି। ବିକାଶ ହାର ୨୦୨୦-୨୧ରେ ୫.୮% ଏବଂ ୨୦୨୧-୨୨ରେ ୬.୫% ଛୁଇଁବ ବୋଲି ଆଇଏମ୍‌ଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର)...

ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା): କ୍ରମାଗତ ଭାବେ ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି ହେଉଛି। ଏପରିକି ଦେଶରେ ଗୃହ ଋଣ ପରିମାଣ ଆଶ୍ଚର୍ଯ୍ୟଜନକ ଭାବେ ବଢ଼ିବାରେ ଲାଗିଛି। ଗତ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri