ଅଭିଷେକଙ୍କ ଟୁଇଟ ଦ୍ୱନ୍ଦରେ ପକାଇଲା ୟୁଜର୍ସଙ୍କୁ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନ ଫିଲ୍ମରେ ଅଭିନୟ କରିବା ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଭିଷେକଙ୍କ ଅଭିନୀତ ସାଇକ୍ଲୋଜିକାଲ କ୍ରାଇମ୍‌ ଥ୍ରିଲର ଓ୍ବେବ ସିରିଜ୍‌ ‘ବ୍ରିଥ୍‌: ଇନ୍‌ ଟୁ ଦ ଶେଡୋଜ୍‌’ ଜୁଲାଇ ୧୦ରେ ଆମାଜନ ପ୍ରାଇମ୍‌ ଭିଡିଓରେ ରିଲିଜ୍‌ ହେବାକୁ ଯାଉଛି। ତେବେ ଏହି ନୂଆ ପ୍ରୋଜେକ୍ଟର ଘୋଷଣା କରିବାକୁ ଅଭିଷେକ ସୋସିଆଲ ମିଡିଆର ସାହାଯ୍ୟ ନେଇଥିଲେ। କିନ୍ତୁ ତାଙ୍କ ଏହି ଟୁଇଟ ଏବେ ୟୁଜର୍ସଙ୍କ ଦ୍ୱନ୍ଦରେ ପକାଇଦେଇଛି। ସୂଚନା ମୁତାବକ ‘ବ୍ରିଥ୍‌: ଇନ୍‌ ଟୁ ଦ ଶେଡୋଜ୍‌’ର ଘୋଷଣା କରିବା ପୂର୍ବରୁ ଅଭିଷେକ ଏକ ଟୁଇଟ କରିଥିଲେ। ସେଥିରେ ସେ ଲେଖିଥିଲେ, ଘୋଷଣା ହେବାକୁ ଯାଉଛି…ଯୋଡି ହୋଇ ରୁହ। ଅଭିଷେକଙ୍କ ଏହି ଟୁଇଟ ପରେ ୟୁଜର୍ସ ଦ୍ୱନ୍ଦରେ ପଡ଼ି ଏନେଇ କେତେକ ତାଙ୍କୁ ପ୍ରଶ୍ନ ମଧ୍ୟ କରିଛନ୍ତି। ଜଣେ ୟୁଜର୍ସ ତାଙ୍କୁ ଆରାଧ୍ୟାର ଭାଇ ଆସୁଛି କି ପ୍ରଶ୍ନ କରିଥିବା ବେଳେ ଅନ୍ୟଜଣଙ୍କ କରୋନା ଭ୍ୟାକସିନ୍‌ ମିଳିଗଲା କି ବୋଲି ଟୁଇଟ କରିଛନ୍ତି। ସେହିପରି ଅନ୍ୟ ୟୁଜର୍ସମାନେ ମଧ୍ୟ ବିଭିନ୍ନ ପ୍ରକାରର ମଜାଳିଆ କମେଣ୍ଟ ଦେଇ ମଜା ନେଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri