ଅମର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୮ା୬(ଡି.ଏନ୍‌.ଏ.) : ଭାରତ-ଚାଇନା ସୀମାରେ ଶହୀଦ ହୋଇଥିବା ଓଡ଼ିଶା ମାଟିର ଦୁଇ ବୀରପୁତ୍ର ଯଥା କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଯବାନ ନନ୍ଦୁରାମ ସୋରେନଙ୍କ ଉଦ୍ଦେଶ୍ୟରେ ଚୌଦ୍ୱାରର ‘ଲ’ ସଂଗଠନ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସଂଗଠନର ସଭାପତି ସୁଶାନ୍ତ କୁମାର ନାୟକ, ମାନସ କୁମାର ସାହୁ,ପ୍ରକାଶ କୁମାର ନାୟକ,ପରୀକ୍ଷିତ ଲେଙ୍କା,ଅଜିତ୍‌ କୁମାର ସ୍ବାଇଁ, ଜୟନ୍ତୀ ନାଥ, ରଞ୍ଜିତ ସାହୁ ପ୍ରମୁଖ କର୍ମକର୍ତ୍ତା ପୌରପାଳିକାର ୧୭ନଂ ୱାର୍ଡ ନୂଆସାହିଠାରେ ଥିବା ଶହୀଦ ସ୍ମୃତିସ୍ତମ୍ଭ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଶହୀଦଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ୨ମିନିଟ୍‌ ନୀରବ ପ୍ରାର୍ଥନା ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri