ଅମରେଶ ପୁରୀଙ୍କ ଜନ୍ମଦିନରେ ଗୁଗଲ୍‌ର ଡୁଡୁଲ: ଡିଡିଏଲ୍‌ଜେ ଲୁକ୍‌କୁ ନେଇ ଅଭିନେତାଙ୍କୁ ଜଣାଇଲା ସମ୍ମାନ

ମୁମ୍ବାଇ: ବଲିଉଡ୍‌ର ଦିବଂଗତ ଅଭିନେତା ଅମରେଶ ପୁରୀଙ୍କୁ ସମ୍ମାନ ଜଣାଇଛି ସର୍ଚ୍ଚ ଇଞ୍ଜିନ୍‌ ଗୁଗଲ। ଅମରେଶଙ୍କ ଅଭିନୀତ ‘ଦିଲ୍‌ଓ୍ବାଲେ ଦୁଲ୍‌ହନିଆ ଲେ ଜାଏଙ୍ଗେ’ ଲୁକ୍‌କୁ ନେଇ ଡୁଡୁଲ କରିଛି ଗୁଗଲ। ଫିଲ୍ମରେ ଅମରେଶ କାଜୋଲଙ୍କ ବାପା ଚୌଧୁରୀ ବଳଦେବ ସିଂହଙ୍କ ଭୂମିକାରେ ଅଭିନୟ କରିଥିଲେ, ଯେଉଁଥିରେ ତାଙ୍କର ‘ଜା ସିମରନ୍‌ ଜା, ଜିଲେ ଅପନି ଜିନ୍ଦେଗୀ’ ଡାଇଲଗ୍‌ ବେଶ୍‌ ଲୋକପ୍ରିୟ ହୋଇଥିଲା।

ଅମରେଶ ୧୯୩୨ ମସିହା ଆଜିର ଦିନରେ ପଞ୍ଜାବର ନବନ ସହରରେ ଜନ୍ମଗ୍ରହଣ କରିଥିଲେ। ଅଭିନୟ ଜୀବନ ଆରମ୍ଭ ପରଠାରୁ ସେ ବିଶେଷଭାବେ ଖଳନାୟକ ଭୂମିକା କରି ଲୋକପ୍ରିୟ ହୋଇଥିଲେ। ଅମରେଶଙ୍କ ଅଭିନୟ ଜୀବନରେ ମୋଗାମ୍ବୋ ଚରିତ୍ରଟି ବେଶ ବାହାବା ସାଉଁଟିଥିଲା।

୨୦୦୫ ଜାନୁଆରୀ ୧୨ରେ ତାଙ୍କର ପରଲୋକ ହୋଇଥିଲା। ସେତେବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। କର୍କଟ ରୋଗରେ ପୀଡ଼ିତ ହୋଇ ତାଙ୍କର ମୃତ୍ୟୁ ହୋଇଥିଲା। ଏବେ ତାଙ୍କର ଦୁଇଟି ସନ୍ତାନ ରାଜୀବ ପୁରୀ ଓ ନମ୍ରତା ପୁରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼hୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri