ଅମିର ପ୍ରଥମ

ଟଣ୍ଟନ,୧୩।୬: ପେସର ମହମ୍ମଦ ଅମିର ପ୍ରଥମ ପାକିସ୍ତାନ ବୋଲର ଭାବେ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୫ ଉଇକେଟ ନେଇଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଅମିର କ୍ୟାରିୟରର ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରିଛନ୍ତି। ସେ ସମ୍ପୂର୍ଣ୍ଣ ୧୦ ଓଭର ବୋଲିଂ କରି ୩୦ ରନ୍‌ ବ୍ୟୟ କରି ୫ ଉଇକେଟ ନେଇଥିଲେ। ତାଙ୍କର ଏହି ସ୍ପେଲରେ ୩୭ ଡଟ୍‌ ବଲ ଓ ଦୁଇଟି ମେଡନ ଓଭର ମଧ୍ୟ ଥିଲା। ଏଥିସହ ବିଶ୍ୱକପ୍‌ରେ ଅମିର ୫ ଉଇକେଟ ନେଇଥିବା ପାକିସ୍ତାନ ବୋଲରଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଏଥିରେ ଓ୍ବାସିମ ଆକ୍ରମ, ଶାହିଦ ଆଫ୍ରିଦୀ, ସାକଲିନ ମୁସ୍ତାକ, ଅବଦୁଲ କାଦିର, ଓ୍ବାହାବ ରିଆଜ ଓ ସୋହେଲ ଖାନ୍‌ଙ୍କ ଭଳି ବୋଲର ରହିଛନ୍ତି। ଉଲ୍ଲେଖଥାଉ କି, ଅମିର ଏପର୍ଯ୍ୟନ୍ତ ୪ ମ୍ୟାଚ୍‌ ଖେଳି ସର୍ବାଧିକ ୧୦ ଉଇକେଟ ସହ ଚଳିତ ବିଶ୍ୱକପ୍‌ର ସଫଳତମ ବୋଲର ହୋଇ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri