ଅମ୍ଫନ ପରବର୍ତ୍ତୀ କ୍ଷୟକ୍ଷତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ଟିମ୍‌

ବାଲିଆପାଳ,୪।୬ (ସ୍ବ.ପ୍ର)- ମହାବାତ୍ୟା ଅମ୍ଫନର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲା ସମେତ ବାଲେଶ୍ୱର ଜିଲାର ଭୋଗରାଇ ଓ ବାଲିଆପାଳ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଏ ନେଇ ବ୍ଲକ ତଥା ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ସରିଥିବାବେଳେ ଗୁରୁବାର ଏକ ତିନିଜଣିଆ କେନ୍ଦ୍ରୀୟ ଟିମ ଭୋଗରାଇ ଓ ବାଲିଆ ପାଳ ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରି ଫେରିଯାଇଛନ୍ତି। ଏହି ଦୁଇଟି ବ୍ଲକରେ ମୁଖ୍ୟତଃ ଧାନ, ପାନ, ଚିନାବାଦାମ, ନଡିଆ ଚାଷ ବାତ୍ୟାରେ ନଷ୍ଟ ହୋଇଥିବାବେଳେ ଶତାଧିକ ପାନ ବରଜ, ବଡବଡ ଗଛ, କଚ୍ଚାଘର ଓ ବିଦ୍ୟୁତ୍‌ ଖୁଣ୍ଟ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରୀୟ ଟିମ ସହିତ ବାଲେଶର ଜିଲାପାଳ କେ. ଶୁଦର୍ଶନ ଚକ୍ରବର୍ତ୍ତୀ, ପିଡି, କୃଷି, ରାସ୍ତା, ପାନୀୟ ଜଳ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri