ଅମ୍ଫନ ପ୍ରଭାବରେ ଆସାମରେ ହୋଇପାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ପରେ ଏବେ ଏହାର କୌଣସି ପ୍ରତିକୂଳ ପ୍ରଭାବ ପଶ୍ଚିମବଙ୍ଗ ଉପରେ ପଡିବ ନାହିଁ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ। ତେବେ ଏହାର ପ୍ରଭାବରେ ଆସାମରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଇଛି। ଏହାସହ ମେଘାଳୟ, ଅରୁଣାଚଳ ପ୍ରଦେଶର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗର ଡିଜିଏମ୍‌ ମୃତ୍ୟୁଞ୍ଜୟ ମହାପାତ୍ର। ସୂଚନାଯୋଗ୍ୟ, ବାତ୍ୟା ଅମ୍ଫନ ବୁଧବାର ଓଡ଼ିଶା ଉପକୂଳ ଅତିକ୍ରମ କରିବା ସହ ସୁନ୍ଦରବନରେ ସ୍ଥଳଭାଗ ଛୁଇଁବା ସହ ପଶ୍ଚିମବଙ୍ଗରେ ତାଣ୍ଡବ ରଚିଥିଲା। ଏହାର ପ୍ରଭାବରେ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ସାଙ୍ଗକୁ ୧୬୦-୧୮୦ କିଲୋମିଟର ବେଗରେ ପବନ ବହିଥିଲା। ଏଥିରେ ବହୁ କ୍ଷୟକ୍ଷତି ହେବା ସହ ୭୨ ଜଣଙ୍କ ମୃତ୍ୟୁ ହୋଇଛି ବୋଲି ଗୁରୁବାର ସୂଚନା ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri