ଅମ୍ଫନ: ୪୩୧ ଲୋକଙ୍କୁ ସ୍ଥାନାନ୍ତର

ଆର.ଉଦୟଗିରି,୨୦ା୫(ଡି.ଏନ.ଏ.)-ନୁଆଗଡ ବ୍ଲକର ୧୦ ପାହାଡ ତଳି ଅଞ୍ଚଳ ଗ୍ରାମକୁ ବ୍ଲକ ପକ୍ଷରୁ ଚିହ୍ନଟ କରାଯାଇଥିଲା। ମଙ୍ଗଳବାର ବ୍ଲକ ପ୍ରଶାସନ ପୁଟୁପଡା ପଞ୍ଚାୟତର ପାରାଜୀ ଗ୍ରାମର ୪୬ ପରିବାରର ୨୭୦ ଲୋକଙ୍କୁ ପାରାଜୀ ଅଙ୍ଗନୱାଡି କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଆର.ଉଦୟଗିରି ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ଅଞ୍ଜବା ଏବଂ ଅନଗଁା ପଞ୍ଚାୟତ ଭୂଇଁପଡା ଗ୍ରାମର ୧୬୧ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନନ୍ତର କରାଯାଇଛି। ସେହିପରି ସମ୍ବଲପୁର ପଞ୍ଚାୟତ ଚଡିଆପଦା ଗ୍ରାମର ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ପିଇଓମାନଙ୍କୁ ପଠାଯାଇଥିବା ଜିପିଇଓ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri