ଅମ୍ଫନ୍‌ ମୁକାବିଲା ଲାଗି ଅଣ୍ଟା ଭିଡ଼ିଲା ଜିଲା ପ୍ରଶାସନ, ପ୍ରସ୍ତୁତି ସମୀକ୍ଷା କଲେ ଡିଜିପି

ବାଲେଶ୍ୱର ଅଫିସ,୧୮ା୫: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୂର୍ବାହ୍ନରେ ବାଲେଶ୍ୱର ଆଇଜିଙ୍କ ଅଫିସରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ସମୀକ୍ଷା କରିଥିଲେ। ପରେ ପ୍ରସ୍ତୁତ ଥିବା ଓଡ୍ରାଫ୍‌ର ଜିଲା କେନ୍ଦ୍ର ପରିଦର୍ଶନ କରିଥିଲେ। ପୋଲିସ ଓ ଜିଲା ପ୍ରଶାସନ ସହିତ ସମନ୍ବୟ ରକ୍ଷାକରି ବାତ୍ୟାର ମୁକାବିଲା ଲାଗି ପରାମର୍ଶ ଦେଇଥିଲେ ଅଭୟ।
ଅନ୍ୟପକ୍ଷରେ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୧୯ ତାରିଖରୁ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଥିବା ବେଳେ ୨୦ ତାରିଖରୁ ପବନର ବେଗ ତୀବ୍ର ହେବାର ସମ୍ଭାବନା ରହିଛି। ତେଣୁ ବ୍ଲକସ୍ତରରେ ବିଡିଓ, ତହସିଲଦାର, ସିଡିପିଓ, ପୋଲିସ, ସ୍ବାସ୍ଥ୍ୟ ବିଭାଗ, ଅଗ୍ନିଶମ ବିଭାଗ ଓ ଅନ୍ୟାନ୍ୟ ବିଦ୍ୟୁତ୍‌ ବିଭାଗର ଅଧିକାରୀମାନେ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ ଜିଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri