Posted inଜାତୀୟ

ଅଯୋଧ୍ୟା ମାମଲା: ଅକ୍ଟୋବର ୧୮ସୁଦ୍ଧା ଶୁଣାଣି; ନଭେମ୍ବର ୧୭ ପୂର୍ବରୁ ରାୟ; ନ ହେଲେ ପୁଣି ଲଟକି ରହିବ

ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ମାମଲାରେ ଅକ୍ଟୋବର ୧୮ ସୁଦ୍ଧା ଶୁଣାଣି କରାଯିବ। ସେହିପରି ନଭେମ୍ବର ୧୭ ପୂର୍ବରୁ ଏହାର ରାୟ ପ୍ରକାଶ କରାଯିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହି ମାମଲାର ବିଚାର ୫ ଜଣିଆ ଖଣ୍ଡପୀଠରେ ଜାରି ରହିଛି। ଏହାର ନେତୃତ୍ୱ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ କରୁଛନ୍ତି। ଗୋଗୋଇ ନଭେମ୍ବର ୧୭ରେ ଅବସର ଗ୍ରହଣ କରିବେ। ଯଦି ଏହା ପୂର୍ବରୁ ଅଯୋଧ୍ୟା ମାମଲାର ବିଚାର ନ ହୁଏ ତେବେ ଏହା ପୁଣି ଲଟକି ରହିବ ବୋଲି କୁହାଯାଉଛି। ଗୋଗୋଇ ଗୁରୁବାର କହିଛନ୍ତି ଯେ, ଏବେ ପକ୍ଷକାର ନିଜ ନିଜ ପକ୍ଷ ରଖୁଛନ୍ତି। ଏହାପରେ ରାୟ ଲେଖିବା ପାଇଁ ୪ ସପ୍ତାହ ସମୟ ଆବଶ୍ୟକ। ସୂଚନାଯୋଗ୍ୟ, ଆହ୍ଲାବାଦ୍‌ ହାଇକୋର୍ଟ ୨୦୧୦ରେ ବିବାଦୀୟ ୨.୭୭ ଏକର ଜମିକୁ ରାମ ଲଲା, ନିର୍ମୋହି ଆଖଡ଼ା ଏବଂ ସୁନ୍ନୀ ଓ୍ବାକଫ ବୋର୍ଡ ମଧ୍ୟରେ ସମାନ ଭାଗରେ ବାଣ୍ଟି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri