Posted inଜାତୀୟ

ଅଯୋଧ୍ୟା ମାମଲା: ମସଜିଦ୍‌ର ନିର୍ମାଣ ବାବର କିମ୍ବା ଔରଙ୍ଗଜେବ୍‌ କରିଥିଲେ ବୋଲି ନାହିଁ ପ୍ରମାଣ

ନୂଆଦିଲ୍ଲୀ,୨୯।୮: ଅଯୋଧ୍ୟାର ରାମ ଜନ୍ମଭୂମି- ବାବରୀ ମସଜିଦ୍‌ ମାମଲାରେ ସୁପ୍ରିମ୍‌କୋର୍ଟରେ ଗୁରୁବାର ରାମଜନ୍ମଭୂମି ପୁନରୁତ୍ଥାନ ସମିତି ପକ୍ଷରୁ କୁହାଯାଇଛି ଯେ, ଏଠାରେ ବାବର କିମ୍ବା ଔରଙ୍ଗଜେବ୍‌ଙ୍କ ଦ୍ୱାରା କୌଣସି ମସଜିଦ୍‌ ନିର୍ମାଣ ହୋଇ ନ ଥିଲା। ଏହାର କୌଣସି ପ୍ରମାଣ ନାହିଁ। ୧୫୨୮ରେ ମସଜିଦ୍‌ ନିର୍ମାଣ ହୋଇଥିବାର ପ୍ରମାଣ ମିଳି ନାହିଁ। ଆଇନଜୀବୀ ପି.ଏନ୍‌. ମିଶ୍ରା କହିଛନ୍ତି ଯେ, ମନ୍ଦିର ଭଙ୍ଗା ଯାଇ ବାବରଙ୍କ ନିର୍ଦ୍ଦେଶରେ ମୀର୍‌ ବାକିଙ୍କ ଦ୍ୱାରା ଏଠାରେ ମସଜିଦ୍‌ ନିର୍ମାଣ କରାଯାଇଥିଲା। ବିବାଦୀୟ ଜମିର ମାଲିକ ବାବରଥିଲେ ବୋଲି କୌଣସି ପ୍ରମାଣ ନ ଥିବା ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଏବଂ ଏସ୍‌.ଏ ବୋବଦେଙ୍କ ସମ୍ମୁଖରେ ଆଇନଜୀବୀ ପି.ଏନ୍‌. ମିଶ୍ରା ଏପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri