Posted inଜାତୀୟ

ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ସ୍ବୀକାର କରିବି: ଇକ୍‌ବାଲ୍‌ ଅନସାରୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାରେ ଏତେ ବର୍ଷ ପରେ ସୁପ୍ରିମ୍‌କୋର୍ଟ ରାୟର ନିକଟବର୍ତ୍ତୀ ହୋଇଛନ୍ତି। ଦୀର୍ଘଦିନ ଧରି ଏଠାରେ ଚାଲିଥିବା ରାଜନୀତି ଏବେ ବନ୍ଦ ହୋଇଯିବ। ସ୍ଥାନୀୟ ଲୋକଙ୍କ ବିକାଶ ହେବାର ସମ୍ଭାବନା ରହିବ ବୋଲି ଏହି ମାମଲାରେ ଜଡ଼ିତ ଥିବା ଇକ୍‌ବାଲ୍‌ ଅନସାରୀ କହିଛନ୍ତି। ଅଯୋଧ୍ୟା ମାମଲାରେ ସେ ମୁଖ୍ୟ ପକ୍ଷ। ତେବେ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ସ୍ବୀକାର କରିବେ ବୋଲି ସେ ସୂଚନା ଦେଇଛନ୍ତି। ରାୟ ବିରୋଧରେ ଅନ୍ୟ କୌଣସି ମାମଲା ଲାଗି ଆବେଦନ କରା ଯିବ ନାହିଁ । ବାବରୀ ମସଜିଦ୍‌ ମାମଲାରେ ଇକ୍‌ବାଲ୍‌ଙ୍କ ପିତା ହାଶିମ୍‌ ଅନ୍‌ସାରୀ ୧୯୪୯ଠାରୁ ଜଡ଼ିତ ରହିଥିଲେ। ୨୦୧୬ରେ ଜୁଲାଇରେ ୯୫ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିଲା। ହାଶିମ୍‌ ଜଣେ ଦର୍ଜୀ ଭାବେ କାମ କରୁଥିଲେ। ପରେ ସେ ଏକ ସାଇକେଲ ଦୋକାନ ଖୋଲିଥିଲେ। ୧୯୫୨ରେ ବିବାଦୀୟ ସ୍ଥଳରେ ନମାଜ ପାଠ କରିଥିଲେ। ଏନେଇ ଅଦାଲତ ତାଙ୍କୁ ୨ ବର୍ଷ କାରାଦଣ୍ଡାଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri