ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍‌ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର ପ୍ରଦେଶ ସରକାର ପ୍ରସ୍ତୁତ ହୋଇ ରହିଛନ୍ତି। ରାୟ ପୂର୍ବରୁ ଯେମିତି କୌଣସି ଅଘଟଣ ନ ଘଟେ ସେଥିପ୍ରତି ଧ୍ୟାନ ଦିଆଯାଉଛି ବୋଲି ଉତ୍ତର ପ୍ରଦେଶ ଡିଜିପି ଓପି ସିଂ ସୂଚନା ଦେଇଛନ୍ତି। ଏପର୍ଯ୍ୟନ୍ତ ଅପ୍ରୀତିକର ଘଟଣା ଘଟାଉଥିବା ୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଗିରଫ କରାଯାଇଥିବାବେଳେ ୧,୬୫୯ ଜଣଙ୍କ ସୋସିଆଲ ଆକାଉଣ୍ଟ ଉପରେ ନଜର ରଖାଯାଇଛି। ଏହାସହ ରାୟ ପୂର୍ବରୁ ପ୍ରଧାନ ବିଚାରପତି ରଞ୍ଜନ ଗୋଗେଇ ୟୁପିର ଡିଜିପି ଏବଂ ମୁଖ୍ୟ ସଚିବଙ୍କ ଭେଟିଛନ୍ତି। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ନଭେମ୍ବର ୧୭ ତାରିଖରେ ଅବସର ନେବା ପୂର୍ବରୁ ଏହି ରାୟ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri