ଅଯୋଧ୍ୟା ରାୟ ପୂର୍ବରୁ ଭାଗଓ୍ବତଙ୍କୁ ଭେଟିବେ ମଦନି: ୨ ଦିନ ପରେ ହୋଇପାରେ ମିଳିତ ଖବରଦାତା ସମ୍ମିଳନୀ !

ନୂଆଦିଲ୍ଲୀ,୬।୧୧: ଅଯୋଧ୍ୟା ରାୟ ପୂର୍ବରୁ ଉତ୍ତର ପ୍ରଦେଶର ସମସ୍ତ ଜିଲାରେ ୧୪୪ ଜାରି କରାଯାଇଛି। ରାୟକୁ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଏପରିସ୍ଥଳେ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ ଏବଂ ଜମିୟତ୍‌ ଉଲେମା-ଇ-ହିନ୍ଦ୍‌ ଅଧ୍ୟକ୍ଷ ଅଶରଫ୍‌ ମଦନିଙ୍କ ମଧ୍ୟରେ ସାକ୍ଷାତ୍‌ ହେବ ବୋଲି କୁହାଯାଉଛି। ଏହାର ଦୁଇ ଦିନ ପରେ ଏକ ମିଳିତ ଖବରଦାତା ସମ୍ମିଳନୀରେ ଦୁହେଁ ଉପସ୍ଥିତ ରହିବେ। ସାକ୍ଷାତ୍‌ରେ ହିନ୍ଦୁ ମୁସଲମାନ୍‌ ଏକତା ଉପରେ ଆଲୋଚନା ହେବ। ସାକ୍ଷାତ୍‌ ପୂର୍ବରୁ ମଦନି କହିଛନ୍ତି ଯେ, ସୁପ୍ରିମ୍‌କୋର୍ଟଙ୍କ ରାୟ ଆମ ପାଇଁ ମାନ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri