ଅରୁନ୍ଧତୀ ଜୁଏଲର୍ସର ରଜ ପରୀ-୨୦୧୯

ଭୁବନେଶ୍ୱର,୧୫-୬(ବ୍ୟୁରୋ): ପ୍ରମୁଖ ଗହଣା ଶୋ’ରୁମ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ରଜ ପରୀ-୨୦୧୯ର ଫାଇନାଲ ସ୍ଥାନୀୟ ଶହୀଦ ନଗରସ୍ଥିତ ଦୁର୍ଗାପୂଜା ମଣ୍ଡପ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଚାରକ ଭାବେ ଓଲିଓଡ ଅଭିନେତ୍ରୀ ଅନିଷା ଶର୍ମା ଏବଂ ଗୀତିକାର ଅରୁଣ ମନ୍ତ୍ରୀ ଯୋଗଦେଇ ୨୦ ପ୍ରତିଯୋଗୀଙ୍କ ମଧ୍ୟରୁ ବିଜେତା ଚୟନ କରିଥିଲେ। ନିତ୍ୟାଶା ବନ୍ଦନା ପଟ୍ଟନାୟକ, ବିଦ୍ୟାଭାରତୀ ବଳବନ୍ତରାଏ, ବର୍ଷା ବୈଶାଳୀ ବିଷ୍ଣୁ ଦର୍ଶିନୀ ସିଜିନ-୨ର ବିଜେତା ଘୋଷଣା ହୋଇଛନ୍ତି। କାର୍ଯ୍ୟକ୍ରମରେ ଅରୁନ୍ଧତୀ ଜୁଏଲର୍ସର ଏମ୍‌ଡି ବ୍ରହ୍ମାନନ୍ଦ ମେହେର ବିଜେତାଙ୍କୁ ଟ୍ରଫି ସହ ଚେକ୍‌ ପ୍ରଦାନ କରିଥିଲେ। ପ୍ରତିଭାଙ୍କୁ ଆଗକୁ ବଢିବା ଲାଗି ଏଭଳି ଏକ ପ୍ଲାଟଫର୍ମ ପ୍ରଦାନ କରାଯିବା ସହ ପ୍ରତ୍ୟେକ ପର୍ବ ପର୍ବାଣି ଏବଂ ଉତ୍ସବରେ ଗ୍ରାହକଙ୍କ ଖୁସିରେ ଯୋଡି ହେବାକୁ ପ୍ରୟାସ ଜାରି ରହିଥିବା ଏମ୍‌ଡି ମେହେର ସୂଚନା ଦେଇଛନ୍ତି। ଏହି ପ୍ରତିଯୋଗିତା ଲାଗି କଟକ, ଭୁବନେଶ୍ୱର, ଯାଜପୁର ରୋଡ ଏବଂ ଖୋର୍ଦ୍ଧା ଭଳି ସ୍ଥାନଗୁଡିକରେ ଅଡିଶନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri