Posted inଖେଳ

ଅର୍ଜୁନ ପୁରସ୍କାର ପ୍ରାପ୍ତ ଖେଳାଳିଙ୍କ କାର ଚୋରି

ନୂଆଦିଲ୍ଲୀ,୫ା୧୨(ପି.ଟି.)- ୩୦ ବର୍ଷୀୟ ଅର୍ଜୁନ ସମ୍ମାନପ୍ରାପ୍ତଙ୍କ କାର୍‌ ସମ୍ପର୍କୀୟଙ୍କ ଘରୁ ଚୋରି ହୋଇଯାଇଥିବା ଗୁରୁବାର ରୋହିନି ପୋଲିସ୍‌ କହିଛି। ୨୦୧୪ ଏସିଆନ ଗେମ୍ସର ରିକର୍ଭ ଦଳଗତ ତୀରନ୍ଦାଜ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ବିଜେତା ଅଭିଷେକ ବର୍ମା ଏବେ ମଡେଲ ଟାଉନରେ ରହୁଛନ୍ତି। ସେ ବର୍ତ୍ତମାନ ଇନକମ ଟ୍ୟାକ୍ସ ଅଫିସର ଭାବେ କାର୍ଯ୍ୟରତ। ରିକର୍ଭ ଦଳଗତ ତୀରନ୍ଦାଜ ଇଭେଣ୍ଟରେ ଏସିଆନ୍‌ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳରେ ଅଭିଷେକଙ୍କ ସମେତ ରଜତ ଚୌହ୍ବାନ ଓ ସନ୍ଦୀପ କୁମାର ସଦସ୍ୟ ଥିଲେ। ସେ ବ୍ୟକ୍ତିଗତ ବିଭାଗରେ ରୌପ୍ୟ ପଦକ ପାଇଥିଲେ। ୨୦୧୫, ଅଗଷ୍ଟ ୧୫ ତାରିଖରେ ତୀରନ୍ଦାଜୀ ବିଶ୍ୱକପ୍‌ର କମ୍ପାଉଣ୍ଡ ପୁରୁଷ ବ୍ୟକ୍ତିଗତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ମଧ୍ୟ ଜିତିଥିଲେ। ଗତ ବୁଧବାର ବର୍ମା ରୋହିନି ସେକ୍ଟର ୮ ସ୍ଥିତ ଏକ ରେଷ୍ଟୁରାଣ୍ଟରେ ରାତ୍ରିଭୋଜନ କରିବାକୁ ଯାଇଥିଲେ। ଫେରିବା ପରେ ସେ ଜଣେ ସମ୍ପର୍କିୟଙ୍କ ଘର ସାମ୍ନାରେ ରାତି ପ୍ରାୟ ୧୦.୧୮ରେ କାର ରଖିଥିଲେ। ସକାଳେ ମୁଁ ଯେତେବେଳେ କାର ଦେଖିବାକୁ ଗଲି, ସେଠାରେ ନ ଥିଲା। ସିସିଟିଭ ଯାଞ୍ଚ କରିବା ପରେ ରାତି ୧ ଟାରେ କାର ଚୋରି ହୋଇଥିବା ଜାଣିବାକୁ ପାଇଲି। ଏ ସମ୍ପର୍କରେ ମୁଁ ପୋଲିସକୁ ଜଣାଇଛି। ପୋଲିସ ଏବେ ଚୋରର ପରିଚୟ ଖୋଜିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri