ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି କାରଣରୁ ସମସ୍ତେ ତାଙ୍କୁ ଏବେ ପ୍ରତିପକ୍ଷ ଭୂମିକାରେ ଦେଖିବାକୁ ଚାହାଁନ୍ତି। ଏହି ଚର୍ଚ୍ଚା ମଧ୍ୟରେ ଅର୍ଜୁନ ରାମପାଲ ଆଗାମୀ ଚଳଚ୍ଚିତ୍ର ‘ଅର୍ଜୁନ ନାଗା’ ପାଇଁ ନିର୍ମାତା ଅନିଲ ଶର୍ମାଙ୍କ ସହ ହାତ ମିଳାଇଛନ୍ତି।
ଅନିଲ ଏମିତି ଜଣେ ଅଭିନେତା ଖୋଜୁଥିଲେ ଯିଏ ଖଳନାୟକ ଭୂମିକାରେ ଜବରଦସ୍ତ ଅଭିନୟ କରିପାରିବେ। ଏଥିପାଇଁ ସେ ଅର୍ଜୁନ ରାମପାଲଙ୍କ ନାଁ ଚୂଡ଼ାନ୍ତ କରିଛନ୍ତି। ଏହି ଭୂମିକା ଅର୍ଜୁନଙ୍କ କ୍ୟାରିଅରରେ ଆଉ ଏକ ସ୍ମରଣୀୟ ମାଇଲଖୁଣ୍ଟ ପ୍ରମାଣିତ ହେବ। ଅର୍ଜୁନ ମଧ୍ୟ ଫିଲ୍ମରେ ତାଙ୍କ ଭୂମିକାରେ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଥିଲେ। ତେଣୁ ଏହି ପ୍ରୋଜେକ୍ଟରେ ଯୋଗଦେବା ପାଇଁ ତୁରନ୍ତ ସମ୍ମତି ଦେଇଥିଲେ। ଏକ ସୂତ୍ର ଅନୁଯାୟୀ, ‘ଧୂରନ୍ଧର-୨’ରେ ସଫଳତା ପରେ ଅର୍ଜୁନ ତାଙ୍କର ଫିସ୍‌ ବୃଦ୍ଧି କରିଛନ୍ତି। ଫଳସ୍ବରୂପ, ତାଙ୍କୁ ‘ଅର୍ଜୁନ ନାଗା’ ପାଇଁ ୬ କୋଟି ପ୍ରଦାନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri