ଅର୍ଜୁନପୁର ଛକରେ ଦୁର୍ଘଟଣା: ପୋଲିସ ଭ୍ୟାନ୍‌ ଧକ୍କାରେ ୨ ମୃତ

ସୋନପୁର,୧୨।୯(ନି.ପ୍ର.): ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ସୋନପୁର ଥାନା ଅର୍ଜୁନପୁର ଛକରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ପୋଲିସ ଭ୍ୟାନ୍‌ ଏକ ବାଇକ୍‌କୁ ମୁହାଁମୁହିଁ ଧକ୍କା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ବାଇକ୍‌ଟି ବଲାଙ୍ଗୀରରୁ ସୋନପୁର ଅଭିମୁଖେ ଆସୁଥିବା ବେଳେ ଭ୍ୟାନ୍‌ଟି ସୋନପୁରରୁ ରାମପୁର ଅଭିମୁଖେ ଯାଉଥିବା ଜଣାପଡ଼ିଛି। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛିି। ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ଉକ୍ତ ଭ୍ୟାନ୍‌କୁ ପୋଲିସ ଜବତ କରିିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri