ଅର୍ଡର ଦେଲେ ଘରେ ପହଞ୍ଚତ୍ବ ରାଶନ

ଅନୁଗୋଳ ଅଫିସ, ୨୭।୩: ଲକ୍‌ଡାଉନ୍‌ ବେଳେ ବିଭିନ୍ନ ରାଶନ ସାମଗ୍ରୀ କିପରି ସହଜରେ ଲୋକଙ୍କ ପାଖରେ ପହଞ୍ଚତ୍ପାରିବ ସେଥିପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଭିନ୍ନ ପାଇକାରୀ ବିକ୍ରେତାମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ହୋମ୍‌ ଡେଲିଭରି ବ୍ୟବସ୍ଥା ଶନିବାର ଠାରୁ ଆରମ୍ଭ ହେବ। ୫ ଶହ ଟଙ୍କାରୁ ୧ ହଜାର ଟଙ୍କା ମଧ୍ୟରେ ସାମଗ୍ରୀ ମଗାଇଲେ ଡେଲିଭରି ଦେୟ ୨୦ ଟଙ୍କା ପଡ଼ିବ। ୫ ଶହ ଟଙ୍କାରୁ କମ୍‌ ମୂଲ୍ୟରେ ସାମଗ୍ରୀ ମଗାଯାଇପାରିବ ନାହିଁ। ୧ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ମଗାଇଲେ କୌଣସି ଡେଲିଭରି ଦେୟ ଦେବାକୁ ପଡ଼ିବ ନାହିଁ। ଜଣେ ଗ୍ରାହକ ଥରକେ ୧୦ କିଲୋଗ୍ରାମର ଚାଉଳ, ୧୦ କିଲୋଗ୍ରାମର ଅଟା ଓ ୨ କିଲୋଗ୍ରାମ ପରିମାଣର ଡାଲି ମଗାଇପାରିବେ। ସାମଗ୍ରୀ ପାଇଁ ଅନୁମତି ଦେବାର ୧୨ ଘଣ୍ଟା ମଧ୍ୟରେ ଘରେ ପହଞ୍ଚତ୍ବ। ଅନୁଗୋଳ ସହରର ୫ଟି ହୋମ୍‌ ଡେଲିଭରି ବିକ୍ରେତାଙ୍କୁ ଏହି କାର୍ଯ୍ୟ ପାଇଁ ନିୟୋଜିତ କରାଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ସମେତ ବିଭିନ୍ନ ରାଶନ ବିକ୍ରେତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri